ରାଜ୍ୟର ସମସ୍ତ ପଦ୍ମ ବିଜେତାଙ୍କ ପାଇଁ ମାସିକ ୩୦ ହଜାର ଟଙ୍କା ସମ୍ମାନ ସୂଚକ ସହାୟକ ରାଶି

5

ଭୁବନେଶ୍ୱର,୯ ନଭେମ୍ବର ୨୦୨୪: ରାଜ୍ୟର ସମସ୍ତ ପଦ୍ମ ବିଜେତାଙ୍କୁ ମାସକୁ ମିଳିବ ୩୦ ହଜାର ଟଙ୍କାର honorarium ପ୍ରଦାନ ପାଇଁ ମୁଖ୍ୟ ମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଏହି ନିଷ୍ପତ୍ତି ଦ୍ବାରା ରାଜ୍ୟର ସମସ୍ତ ୫୫ ଜଣ ଜୀବିତ ପଦ୍ମ ପୁରସ୍କାର ପ୍ରାପ୍ତ ବ୍ୟକ୍ତି ମାସକୁ ୩୦ ହଜାର ଟଙ୍କା ଲେଖାଏଁ ସମ୍ମାନ ସୂଚକ ସହାୟକ ରାଶି ପାଇ ପାରିବେ। ଏଥିପାଇଁ ବର୍ଷକୁ ୨ କୋଟି ଟଙ୍କା ଖର୍ଚ୍ଚ ହେବ।

Leave A Reply

Your email address will not be published.