ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ମହାରାଜାଙ୍କ ବାଳିକା ଉଚ୍ଚ ବିଦ୍ୟାଳୟରେ ଠାରେ ଗଜପତି ଜିଲ୍ଲାସ୍ତରୀୟ ବିଜ୍ଞାନ କୁଇଜ୍ ପ୍ରତିଯୋଗିତା ଶିକ୍ଷକ ଶିକ୍ଷା ନିର୍ଦ୍ଦେଶାଳୟ , ରାଜ୍ୟ ଶିକ୍ଷା ଗବେଷଣା ଓ ପ୍ରଶିକ୍ଷଣ ପରିଷଦ , ଓଡିଶା ଭୁବନେଶ୍ୱର ଆନୁକୁଲ୍ୟରେ ଜିଲ୍ଲା ଶିକ୍ଷା ଅଧିକାରୀ ଡ. ମାୟାଧର ସାହୁଙ୍କ ନିର୍ଦ୍ଦେଶ ଅନୁସାରେ ଅନୁଷ୍ଠିତ ହୋଇଯାଇଛି।
ଏହି କାର୍ଯ୍ୟକ୍ରମକୁ ଜିଲ୍ଲା ବିଜ୍ଞାନ ନୀରିକ୍ଷକ ଏ. ରବି କୁମାର ଶୁଭ ଆରମ୍ଭ କରିଥିବା ବେଳେ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନ ଶିକ୍ଷୟିତ୍ରୀ ବି. ମାଧବୀ ମଞ୍ଚ ପରିଚାଳନା କରିଥିଲେ। ପୂର୍ବତନ ଗୋଷ୍ଠି ଶିକ୍ଷା ଅଧିକାରୀ ଗୋଷାଣୀ ବାଳକୃଷ୍ଣ ମାଝି ଓ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ସାତ୍ମିକ କୁମାର ପଟ୍ଟନାୟକ ବିଚାରକ ଭାବେ ଯୋଗଦେଇଥିଲେ।
ଏହି ପ୍ରତିଯୋିତାରେ ଜିଲ୍ଲା ର ୬୦ଟି ଉଚ୍ଚ ବିଦ୍ୟାଳୟର ଛାତ୍ର ଛାତ୍ରୀ ବରିଷ୍ଠ ଓ କନିଷ୍ଠ ବିଭାଗ କୁଇଜ୍ ପ୍ରତିଯୋଗିତା ରେ ଅଂଶ ଗ୍ରହଣ କରିଥିଲେ। ବରିଷ୍ଠ ବିଭାଗରୁ ମିନତି ପ୍ରଧାନ ପ୍ରଥମ ସ୍ଥାନ ଅଧିକାର କରି ଥିବାବେଳେ କନିଷ୍ଠ ବିଭାଗରୁ ଓ ଏ. ଭି. ଲିଙ୍ଗିପୂର୍ ର ଛାତ୍ର ନରେଶ ଜେନା ପ୍ରଥମ ସ୍ଥାନ ଅଧିକାର କରି ରାଜ୍ୟ ସ୍ତରୀୟ କୁଇଜ୍ ପ୍ରତିଯୋଗିତା ରେ ଅଂଶ ଗ୍ରହଣ କରିବା ପାଇଁ ବିଚାରକ ମଣ୍ଡଳୀଙ୍କ ଦ୍ୱାରା ମନୋନୀତ ହୋଇଛନ୍ତି।ଉକ୍ତ କାର୍ଯ୍ୟକ୍ରମକୁ ଏନ୍.ଜଗଦୀଶ ଓ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ପରିଚାଳନା କରିଥିଲେ।
[7:21 pm, 10/11/2024] Parlakhemundi: ଜିଲ୍ଲାସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା ଉଦଯାପିତ ——————– ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲାସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା ସ୍ଥାନୀୟ ଗଜପତି ଷ୍ଟାଡିୟମ୍ ଠାରେ ଆଜି (ଶନିବାର) ଉଦଯାପିତ ହୋଇଯାଇଛି।
ଆଜିର ଏହି ଉଦଯାପନ ସମାରୋହରେ ଶ୍ରୀଯୁକ୍ତ ରୁପେଶ କୁମାର ପାଣିଗ୍ରାହୀ , ମାନ୍ୟବର ବିଧାୟକ ପାରଳାଖେମୁଣ୍ଡି ମୁଖ୍ୟ ଅତିଥି ଭାବରେ ଯୋଗଦେଇଥିବା ବେଳେ ସମ୍ମାନିତ ଅତିଥି
Sign in
Sign in
Recover your password.
A password will be e-mailed to you.