ଛତିଶଗଡ଼ ସୀମାନ୍ତ ଅଞ୍ଚଳରେ ଏସଓଜି ଯବାନ-ମାଓବାଦୀ ଗୁଳି ବିନିମୟ On Nov 21, 2024 6 Share ଭୁବନେଶ୍ୱର : ମାଲକାନଗିରି (ଛତିଶଗଡ଼ ସୀମାନ୍ତ ଅଞ୍ଚଳ)ରେ ଏସଓଜି ଯବାନ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଜାରି ରହିଛି। ଯବାନଙ୍କ ଗୁଳିରେ ଜଣେ ନକ୍ସଲଙ୍କ ମୃତ୍ୟୁ ଘଟିଛି। ଘଟଣାସ୍ଥଳରୁ ବିପୁଳ ପରିମାଣର ନକ୍ସଲ ସାମଗ୍ରୀ ଜବତ କରାଯାଇଛି। ଘଟଣାସ୍ଥଳରେ ଅପରେସନ ଜାରି ରହିଛି। 6 Share FacebookTwitterGoogle+ReddItWhatsAppPinterestEmail