ପୂର୍ବତନ ମନ୍ତ୍ରୀ ବିଷ୍ଣୁ ଦାସଙ୍କ ପ୍ରତିମୂର୍ତ୍ତି ନିର୍ମାଣ ନିମନ୍ତେ ଜିଲ୍ଲାପାଳଙ୍କୁ ଭେଟିଲେ ଦଳିତ ପରିଷଦ ନେତା

2

ଜଗତସିଂହପୁର,ତା-୧୨.୧୨.୨୦୨୪/ସୁମନ୍ତ କୁମାର ଦାସ: ଜଗତସିଂହପୁର ଜିଲା ସଦର ମହକୁମାରେ ପୂର୍ବତନ ମନ୍ତ୍ରୀ ସ୍ଵର୍ଗତ ବିଷ୍ଣୁ ଦାସଙ୍କ ପ୍ରତିମୂର୍ତ୍ତି ସ୍ଥାପନ ପାଇଁ ଜମି ଖୋଜା ଚାଲିଛି । ଜଗତସିଂହପୁର ଦଳିତ ବିକାଶ ପରିଷଦ ପକ୍ଷରୁ ପୌର ପରିଷଦ କାର୍ଯ୍ୟାଳୟ ନିକଟରେ ଥ‌ିବା ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି କଡ଼ରେ ବିଷ୍ଣୁ ଦାସଙ୍କ ପ୍ରତିମୂର୍ତ୍ତି ସ୍ଥାପନ କରିବାକୁ ପରିଷଦ ସଭାପତି ଶଙ୍କର ଦାସ ବୁଧବାର ଜିଲ୍ଲାପାଳ ଜେ. ସୋନାଲଙ୍କୁ ଭେଟି ଦାବି ଜଣାଇଛନ୍ତି। ଜିଲ୍ଲାପାଳ ମଧ୍ୟ ତାଙ୍କ ସହ ଜାଗା ଚିହ୍ନଟ ବିଷୟରେ ଆଲୋଚନା କରି ଏ ବିଷୟରେ ଆଲୋଚନା କରି ନିଷ୍ପତ୍ତି ନେବେ ବୋଲି କହିଥିଲେ।

Leave A Reply

Your email address will not be published.