ଭୁବନେଶ୍ୱର (ଶାସକ ପ୍ରଶାସକ) : ୨୦୨୩ ସିଭିଲ ସର୍ଭିସ ପରୀକ୍ଷାରେ ଦ୍ୱିତୀୟ ରାଙ୍କ ପାଇଥିବା ଆଇଏଏସ୍ ଅନିମେଶ ପ୍ରଧାନଙ୍କୁ ମିଳିଲା ଓଡ଼ିଶା କ୍ୟାଡର। ସେହିପରି ୨୪ ନଂ ରାଙ୍କରେ ଥିବା ପ୍ରଜ୍ଞାନନ୍ଦନ ଗିରି, ୪୦୯ ନଂ ରାଙ୍କରେ ଥିବା ସନ୍ତୋଷ କୁମାର ପାତ୍ର, ୫୪ ନଂ ରାଙ୍କରେ ଥିବା ହରିୟାଣାର କଶିସ୍ ବକ୍ସି, ୬୮ ନଂ ରାଙ୍କରେ ଥିବା କେରଳର କସ୍ତୁରୀ ସା’, ୭୧ ନଂ ରାଙ୍କରେ ଥିବା କେରଳର ଫବି ରସିଦ, ୧୨୫ନଂ ରାଙ୍କରେ ଥିବା ରାଜସ୍ଥାନର ମୃଣାଳିକା ରାଠୋର, ୨୦୪ ନଂ ରାଙ୍କରେ ଥିବା ଦିଲ୍ଲୀର ଶୁଭ୍ରା ପଣ୍ଡା, ୨୩୯ନଂ ରାଙ୍କରେ ଥିବା ୟୁପିର ପୱନ କୁମାର ଓ ୨୫୮ନଂ ରାଙ୍କର ମହାରାଷ୍ଟ୍ରର ବି.ଏସ୍ କଲ୍ୟାଣରାଓଙ୍କୁ ମିଳିଛି ଓଡ଼ିଶା କ୍ୟାଡର ମିଳିଥିବା ଜଣାପଡିଛି |
Sign in
Sign in
Recover your password.
A password will be e-mailed to you.