କ୍ଷତ୍ରିୟବରପୁର ସରକାରୀ ନୋଡ଼ାଲ୍ ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ

3

ବେଲଗୁଣ୍ଠା,-(ଶିବରାମ ଚୌଧୁରୀ )-, ବେଲଗୁଣ୍ଠା ବ୍ଳକ୍ କ୍ଷତ୍ରିୟବରପୁର ସରକାରୀ ନୋଡ଼ାଲ୍ ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି I ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଲୋପାମୁଦ୍ରା ରଥଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉତ୍ସବରେ ମୁଖ୍ୟ ଅତିଥି ରୂପେ ସୋରଡା ବିଧାୟକ ନୀଳମଣି ବିଷୋୟୀ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ରୂପେ ସ୍ଥାନୀୟ ସରପଞ୍ଚ କମଳ କୁମାରୀ ପ୍ରଧାନ, ମହନ୍ତ ମହାରାଜ୍ ରାମକୃଷ୍ଣ ଦାସ, ସ୍ଥାନୀୟ ଆଞ୍ଚଳିକ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଅଧ୍ୟକ୍ଷ ବିଷ୍ଣୁ ପ୍ରସାଦ ପଟ୍ଟନାୟକ,ଡିଗ୍ରୀ କଲେଜ୍ ଅଧ୍ୟକ୍ଷ ସୁବାଷ ଚନ୍ଦ୍ର ସାମଲ, ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଅଧ୍ୟକ୍ଷ ମାନସ ରଞ୍ଜନ ଡାକୁଆ, ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ପ୍ରତାପ ଚନ୍ଦ୍ର ଶତପଥି, ସିଆରସିସି ଛାୟାକାନ୍ତ ମହାପାତ୍ର ଏବଂ ବିଦ୍ୟାଳୟ ପରିଚାଳନା କମିଟି ଅଧ୍ୟକ୍ଷ ରଞ୍ଜିତ କୁମାର ତ୍ରିପାଠି ମଞ୍ଚାସୀନ ଥିଲେ I

Leave A Reply

Your email address will not be published.