ଭୁବନେଶ୍ୱର: ଆସନ୍ତା ୩୦ ତାରିଖ ଦିନ ବିରୋଧୀ ଦଳ ନେତା ଶ୍ରୀ ନବୀନ ପଟନାୟକ ଗଞ୍ଜାମ ଜିଲ୍ଲା ଗସ୍ତରେ ଯିବେ.ଏହି ଗସ୍ତ ଅବସରରେ ଶ୍ରୀ ପଟନାୟକ ଅଦିନିଆ ବର୍ଷା କ୍ଷତିଗ୍ରସ୍ତ ଗଞ୍ଜାମ ର ହିଞ୍ଜିଳି,ଶେରଗଡ଼,
କବିସୂର୍ଯ୍ୟନଗର ଆସିକା ଓ ଖଲିକୋଟ ଆଦି ସ୍ଥାନ ମାନଙ୍କରେ କ୍ଷତିଗ୍ରସ୍ତ ଚାଷ ଅଂଚଳ ବୁଲି ଦେଖିବା ସହ କ୍ଷତିଗ୍ରସ୍ତ ଚାଷୀଙ୍କୁ ଭେଟିବେ.ଫସଲ କ୍ଷତି ସମ୍ପର୍କ ରେ ପଚାରି ବୁଝିବେ.ଓ ସମ୍ପୃକ୍ତ ଅଧିକାରୀ ମାନଙ୍କ ସହ ପରିସ୍ଥିତି ସମ୍ପର୍କ ରେ ଆଲୋଚନା କରିବେ.
Sign in
Sign in
Recover your password.
A password will be e-mailed to you.