ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀ ସରିବା ପରେ ଲୋକ ବୁଲିବେ ଷ୍ଟଲ

0

ଭୁବନେଶ୍ୱର : ଭୁବନେଶ୍ୱର ଜନତା ମଇଦାନ ଠାରେ ଆୟୋଜିତ ୩ ଦିନିଆ ୧୮ ତମ ପ୍ରବାସୀ ଭାରତୀୟ ସମ୍ମିଳନୀ ପରିପ୍ରେକ୍ଷୀରେ ଆୟୋଜିତ ହୋଇଥିବା ପ୍ରଦର୍ଶନୀ ଏବଂ ପ୍ରମୋସନାଲ ଷ୍ଟଲଗୁଡ଼ିକ ଜାନୁଆରୀ ୧୧ ଏବଂ ୧୨ ତାରିଖ ଦୁଇଦିନ ପର୍ଯ୍ୟନ୍ତ ସର୍ବସାଧାରଣଙ୍କ ପରିଦର୍ଶନ ପାଇଁ ଖୋଲା ରହିବ ବୋଲି ରାଜ୍ୟ ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.