ଜିଆଇଇଟି ବିଶ୍ୱବିଦ୍ୟାଳୟରେ ବଡ଼ ଧରଣର ଅଗ୍ନିକାଣ୍ଡ

4

ଗୁଣପୁର ରୁ ସନ୍ତୋଷ କୁମାର ସୁବୁଦ୍ଧି:  ରାୟଗଡ଼ା ଜିଲ୍ଲା ଗୁଣପୁର ସ୍ଥିତ ସ୍ଥିତ ଜି ଆଇ ଇ ଟି ବିଶ୍ୱବିଦ୍ୟାଳୟରେ ସର୍ଟ ସର୍କିଟ ଯୋଗୁ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଥିବା ଜଣାପଡ଼ିଛି କମ୍ପ୍ୟୁଟର ବିଭାଗରେ ସର୍ଟ ସର୍କିଟ ଯୋଗୁଁ ନିଆଁ ଲାଗିଛି ବୋଲି ପ୍ରାରମ୍ଭିକ ସୂଚନା ମିଳିଛି । ଗୁଣପୁର ସ୍ଥିତ ଜି ଆଇ ଇ ଟି ବିଶ୍ଵବିଦ୍ୟାଳୟରେ ସର୍ଟ ସର୍କିଟ ଯୋଗୁଁ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଥିବା ଜଣାପଡ଼ିଛି କମ୍ପ୍ୟୁଟର ବିଭାଗରେ ସର୍ଟ ସର୍କିଟ ଯୋଗୁଁ ନିଆଁ ଲାଗିଛି ବୋଲି ପ୍ରାରମ୍ଭିକ ସୂଚନା ମିଳିଛି ନିଆଁ ଲାଗିଥୁବା ଖବର ପାଇ ସ୍ଥାନୀୟ ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭାଇବା କାର୍ଯ୍ୟ ଜାରି ରଖୁଛି ନିଆଁ ଲାଗିବା ଦ୍ୱା ଦ୍ୱାରା ହୋଇଥିବା କ୍ଷୟକ୍ଷତି ସମ୍ପର୍କରେ କୌଣସି ସୂଚନା ମିଳି ନାହିଁ ।

Leave A Reply

Your email address will not be published.