ଗାଇସିଲେଟ :-ବରଗଡ ଜ଼ିଲ୍ଲା ଗାଇସିଲେଟ ପଞ୍ଚାୟତ ସମିତି ମହାବିଦ୍ୟାଳୟର ଅତିରିକ୍ତ ଶ୍ରେଣୀ କୋଠରୀ ନିର୍ମାଣ ର ଭୂମିପୁଜନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଏହି ଅବସରରେ ବିଜେପୁର ନିର୍ବାଚନ ମଣ୍ଡଳୀର ମାନ୍ୟବର ବିଧାୟକ ସନତ କୁମାର ଗଡତୀଆ ଯୋଗଦେଇ ଅତିରିକ୍ତ ଶ୍ରେଣୀ କୋଠରୀ ନିର୍ମାଣ ପାଇଁ ଭୂମିପୁଜନ କରିଛନ୍ତି। ସମ୍ମାନୀତ ଅତିଥି ଭାବେ ଗାଇସିଲେଟ ବ୍ଲକ ଅଧ୍ୟକ୍ଷ ପ୍ରଣୟ କୁମାର ସାହୁ, ବିଡ଼ିଓ ଗାଇସିଲେଟ ଶ୍ରୀଯୁକ୍ତ ଭିଷ୍ମଦେବ ମାଝି, ଗାଇସିଲେଟ ପଞ୍ଚାୟତ ସମିତି ମହାବିଦ୍ୟାଳୟର ଅଧ୍ୟକ୍ଷ ଜୟକେତନ ତ୍ରିପାଠୀ ଯୋଗଦାନ କରିଥିଲେ। ଏପରିପ୍ରେକ୍ଷୀରେ ମହାବିଦ୍ୟାଳୟ ର ଛାତ୍ର ଛାତ୍ରୀ ବହୁ ସଂଖ୍ୟାରେ ଅଞ୍ଚଳର ଶିକ୍ଷାବିତ ତଥା ଜନସାଧାରଣ ଯୋଗଦାନ କରିଥିଲେ l
Sign in
Sign in
Recover your password.
A password will be e-mailed to you.
Next Post