ଭୁବନେଶ୍ୱର ସଂସ୍କୃତି ଗବେଷକ,ଭାଷ୍ୟକାର ଓ ଭୁତପୁର୍ବ ମୁଖ୍ୟ ଶାସନ ସଚିବ ଡ଼କ୍ଟର ସୁବାସ ପାଣିଙ୍କ ବିୟୋଗରେ ବିରୋଧୀ ଦଳ ନେତା ନବୀନ ପଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି.
ଓଡ଼ିଆ ସଂସ୍କୃତି ଗବେଷଣା ବିଶେଷକରି ଜଗନ୍ନାଥ ସଂସ୍କୃତି ଓ ଗୀତ ଗୋବିନ୍ଦ ଉପରେ ସେ ଅନେକ ମହତ୍ୱପୂର୍ଣ କାମ କରିଯାଇଛନ୍ତି.ଜଣେ ଦକ୍ଷ ପ୍ରଶାସନିକ ଅଧିକାରୀ ଭାବରେ ମଧ୍ୟ ତାଙ୍କର ବିଶେଷ ସୁନାମ ଥିଲା.
ସ୍ବର୍ଗତ ପାଣିଙ୍କ ଅମର ଆତ୍ମା ର ସଦଗତି କାମନା କରିବା ସହ ଶ୍ରୀ ପଟନାୟକ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି
Sign in
Sign in
Recover your password.
A password will be e-mailed to you.