ପଦ୍ମପୁର ବିଜ୍ଞାପିତ ଅଞ୍ଚଳ ପରିଷଦ ଠାରେ ବିଶ୍ୱକର୍ମା ପୂଜା ଅନୁଷ୍ଠିତ।

3

ପଦ୍ମପୁର :- ସ୍ଥାନୀୟ ବିଜ୍ଞାପିତ ଅଞ୍ଚଳ ପରିଷଦ କାର୍ଯ୍ୟାଳୟ ଠାରେ ବିଶ୍ୱକର୍ମା ପୂଜା ମହା ଆଡ଼ମ୍ବରରେ ଅନୁଷ୍ଠିତ ହୋଇଯାଇଛି। ପୂଜା କର୍ତ୍ତା ଭାବେ ଧର୍ମପିୟ ସେଠୀ ସପତ୍ନିକ ଦାୟିତ୍ଵ ବହନ କରିଥିବା ବେଳେ ପୂଜକ ପୂର୍ଣ୍ଣଚନ୍ଦ୍ର ଷଡଙ୍ଗୀ ପୂଜା କାର୍ଯ୍ୟ କରିଥିଲେ।ଏହି କାର୍ଯ୍ୟକ୍ରମ ରେ ଅଧ୍ୟକ୍ଷା ସାବିତ୍ରୀ ବାଗ, କାର୍ଯ୍ୟ ନିର୍ବାହୀ ଅଧିକାରୀ ରାମଚନ୍ଦ୍ର ମାଝୀ, ଙ୍କ ସମେତ ସମସ୍ତ କାଉନ୍ସିଲର ଏବଂ ଏନ୍.ଏ.ସି ର ସମସ୍ତ କର୍ମଚାରୀ ଉପସ୍ଥିତ ଥିଲେ।

Leave A Reply

Your email address will not be published.