ଗଜପତି ଜିଲ୍ଲାରେ ଲଗାଣ ବର୍ଷା ଯୋଗୁଁ ବନ୍ୟା ଏବଂ ଭୂସ୍ଖଳନରେ ଦୁଇଜଣଙ୍କ ପ୍ରାଣହାନି

0 2

 ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲାରେ ଲଗାଣ ବର୍ଷା ଯୋଗୁଁ ବନ୍ୟା ଏବଂ ଭୂସ୍ଖଳନରେ ବସ୍ତ୍ରୀଗୁଡ଼ା ଗ୍ରାମପଞ୍ଚାୟତର ତ୍ରିନାଥ ନାୟକ (ପିତା -କାର୍ତ୍ତିକ ନାୟକ) ଏବଂ ମେରିପଲ୍ଲୀ ଗ୍ରାମପଞ୍ଚାୟତର ଲକ୍ଷ୍ମଣ ନାୟକ (ପିତା-କାନ୍ତାରୁ ନାୟକ) ଙ୍କ ପ୍ରାଣହାନି ଘଟିଛି। ଏହି ଘଟଣା ସମ୍ପର୍କରେ ଅବଗତ ହେବା ପରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିବା ସହ ମୃତକଙ୍କ ନିକଟତମ ପରିବାର ବର୍ଗଙ୍କ ପାଇଁ ରାଜ୍ୟ ବିପର୍ଯ୍ୟୟ ପରିଚାଳନା ପାଣ୍ଠି (SDRF) ରୁ ₹୪ ଲକ୍ଷ ଲେଖାଏଁ ଅନୁକମ୍ପାମୂଳକ ସହାୟତା ପ୍ରଦାନ କରିବାକୁ ଜିଲ୍ଲାପାଳ , ଗଜପତିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

Leave A Reply

Your email address will not be published.