ଜିଲ୍ଲାପାଳଙ୍କ ଜନଶୁଣାଣି ଶିବିର

4

ନୟାଗଡ଼(ବିଶ୍ୱଜିତ ନାୟକ) :- ନୟାଗଡ଼ ଜିଲ୍ଲାପାଳ ଅକ୍ଷୟ ସୁନୀଲ ଅଗ୍ରୱାଲଙ୍କ ଅଧ୍ୟକ୍ଷତାରେ ଆଜି ସଦଭାବନା ସଭାଗୃହରେ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ନୟାଗଡ଼ ଏସ୍‌ପି ଏସ୍ ସୁଶ୍ରୀ, ଅତିରିକ୍ତ ଜିଲ୍ଲାପାଳ ବିଜୟାନନ୍ଦ ନାୟକ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଲଗ୍ନଜିତ ରାଉତ, ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ସୁଶାନ୍ତ କୁମାର ଦାଶଙ୍କ ସମେତ ବିଭିନ୍ନ ବିଭାଗୀୟ ଅଧିକାରୀ ଉପସ୍ଥିତ ରହି ଶୁଣାଣି କରିଥିଲେ । ଏହି ଅବସରରେ ଆଜି ମୋଟ ୧୬୪ ଟି ଅଭିଯୋଗ ମଧ୍ୟରୁ ୧୫୨ଟି ବ୍ୟକ୍ତିଗତ ଅଭିଯୋଗ, ୮ଟି ଗ୍ରାମ୍ୟ ସମସ୍ୟା, ୪ଟି ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି ସମ୍ପର୍କିତ ସମସ୍ୟା ଉପରେ ଶୁଣାଣି କରାଯାଇଥିଲା । ୪୬ଟି ମାମଲାକୁ ତତ୍କାଳ ସମାଧାନ କରାଯାଇଥିଲା ।

Leave A Reply

Your email address will not be published.