ଭୁବନେଶ୍ୱର: ବିଜୁ ଜନତା ଦଳ ସଭାପତି ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ଢେଙ୍କାନାଳ ଜିଲ୍ଲା ବିଜୁ ଯୁବ ଜନତା ଦଳର ସଭାପତି ଭାବେ ଶ୍ରୀ ଧର୍ମାନନ୍ଦ ପରିଡ଼ାଙ୍କୁ ନିଯୁକ୍ତି ଦିଆଯାଇଛି ବୋଲି ଦଳର ସାଧାରଣ ସଂପାଦକ (ଯୁବ ବ୍ୟାପାର) ଶ୍ରୀ ସଂଜୟ କୁମାର ଦାସବର୍ମା ଏକ ପ୍ରେସ୍ ଇସ୍ତାହାରରେ ଜଣାଇଛନ୍ତି ।