ରେଳ ଧକ୍କାରେ ବୃଦ୍ଧ ବ୍ୟକ୍ତିଙ୍କ ମୃତ୍ୟୁ।

0 2

( କୈଳାଶ ଚନ୍ଦ୍ର ଚୌଧୁରୀ, ବ୍ରହ୍ମପୁର): ବ୍ରହ୍ମପୁର ରେଳବାଇ ଥାନା ଅନ୍ତର୍ଗତ ରାମନଗର ରେଳ ଫାଟକ ନିକଟରେ ରାସ୍ତା ପାର ହେଉଥିବା ବେଳେ ଜଣେ ଅଜଣା ବୃଦ୍ଧଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି। ମୃତ ବୃଦ୍ଧ ବ୍ୟକ୍ତିଙ୍କ ପରିଚୟ ମିଳିନଥିବା ବେଳେ ରେଳବାଇ ପୋଲିସ୍ ଘଟଣାସ୍ଥଳରେ ପହଞ୍ଚି ଶବ ଉଦ୍ଧାର କରି ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି।

Leave A Reply

Your email address will not be published.