କେନ୍ଦୁଝର,ତା୬/୧- ସ୍ଥାନୀୟ ଧରଣୀଧର ବିଶ୍ଵବିଦ୍ୟାଳୟର ଖେଳ ପଡିଆରେ ଅନୁଷ୍ଠିତ ଜିଲ୍ଲା ମତ୍ସ୍ୟ ଏବଂ ପ୍ରାଣୀ ସମ୍ପଦ ମେଳା -୨୦୨୫ର ସାଂସ୍କୃତିକ କାର୍ଯ୍ୟକ୍ରମରେ କେନ୍ଦୁଝର ଜିଲ୍ଲାର ପ୍ରତିଷ୍ଠିତ ନୃତ୍ୟ ଅନୁଷ୍ଠାନ “ନିକି ଡ୍ୟାନ୍ସ ଗ୍ରୁପ”ର କଳାକାର ମାନଙ୍କ ଦ୍ଵାରା ସୁନ୍ଦର ନୃତ୍ୟ ପ୍ରଦର୍ଶନ କରା ଯାଇଥିଲା। ଏଥି ନିମନ୍ତେ ନିକି ଡ୍ୟାନ୍ସ ଗ୍ରୁପ ଅନୁଷ୍ଠାନର ସଂପାଦିକା ମିଲି ଓ ତାଙ୍କ କଳାକାର ମାନଙ୍କୁ କେନ୍ଦୁଝର ଜିଲ୍ଲା ମତ୍ସ୍ୟ ଏବଂ ପ୍ରାଣୀ ସମ୍ପଦ ବିଭାଗର ବରିଷ୍ଠ ଅଧିକାରୀଙ୍କ ଦ୍ଵାରା ମାନପତ୍ର ପ୍ରଦାନ କରାଯାଇ ସମ୍ବର୍ଦ୍ଧିତ କରାଯାଇଥିଲା।
Sign in
Sign in
Recover your password.
A password will be e-mailed to you.