ପୁରୀ ଗୋବର୍ଦ୍ଧନ ପୀଠ ଶଙ୍କରାଚାର୍ଯ୍ୟଙ୍କୁ ଭେଟି ଆଶୀର୍ବାଦ ନେଲେ ଧର୍ମେନ୍ଦ୍ର

10

ନୂଆଦିଲ୍ଲୀ ସ୍ଥିତ ହଜଖାସ୍ ଶ୍ରୀ ଜଗନ୍ନାଥ ମନ୍ଦିରରେ ପୁରୀ ଗୋବର୍ଦ୍ଧନ ପୀଠର ଶଙ୍କରାଚାର୍ଯ୍ୟ  ଜଗଦଗୁରୁ ପରମପୂଜ୍ୟ ସ୍ୱାମୀ ନିଶ୍ଚଳାନନ୍ଦ ସରସ୍ୱତୀ ମହାରାଜାଙ୍କୁ ଭେଟି ଆଶୀର୍ବାଦ ନେଲେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

Leave A Reply

Your email address will not be published.