ବିଜୁ ପଟ୍ଟନାୟକ ଜୟନ୍ତୀ ପାଳିତ

0

ଝାରସୁଗୁଡା/ବିକ୍ରମ କେଶରୀ ମହାପାତ୍ର : ପ୍ରବାଦ ପୁରୁଷ ବିଜୁପଟ୍ଟନାୟକଙ୍କ ୧୦୩ ତମ ଜୟନ୍ତୀ ପାଳିତ ହୋଇଯାଇଛି। ପ୍ରଥମେ ବଡ଼ମାଲ ସ୍ଥିତ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାପ୍ରଣ କଲାପରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ରେ ରୋଗୀ ମାନଙ୍କୁ ଫଳ ବଣ୍ଟନ କରିଥିଲେ। ଏହି ଅବସରରେ ପଶ୍ଚିମ ଓଡିଶା ବିକାଶ ପରିଷଦର ଅଧ୍ୟକ୍ଷ କିଶୋର ମହାନ୍ତି ଯୋଗଦେଇ ବିଜୁ ବାବୁଙ୍କ ସ୍ମୁତି ଚାରାଣ କରିବା ସହ ଝାରସୁଗୁଡାପ୍ରତି ଥିବା ଅବଦାନ ଉପରେ ଗୁରୁତ୍ବାରୋପ କରିଥିଲେ | 

Leave A Reply

Your email address will not be published.