ମହିଳା ସ୍ନାତକ ମହାବିଦ୍ୟାଳୟରେ ସ୍ୱଚ୍ଛ ଭାରତ ଅଭିଯାନ ପାଳନ

10

ପାରଳାଖେମୁଣ୍ଡି /ବାଳକୃଷ୍ଣ ପାଣିଗ୍ରାହୀ : ପାରଳାଖେମୁଣ୍ଡି ସ୍ଥିତ ମହିଳା ସ୍ନାତକ ମହାବିଦ୍ୟାଳୟ ପରିସରରେ ଅଧ୍ୟକ୍ଷା ଡ଼.ରୀନା ସାହୁଙ୍କ ଅଧ୍ୟକ୍ଷତାରେ ଏବଂ ଏନ ଏସ ଏସ ପରିଚାଳିକା ଅଧ୍ୟାପିକା ସୁଶ୍ରୀ ମଧୁସ୍ମିତା ପ୍ରଧାନ ଓ ରେଡ୍କ୍ରସ ପରିଚାଳିକା ଅଧ୍ୟାପିକା ଶର୍ମିଷ୍ଠା ଭୁକ୍ତା ଓ ଯଶସ୍ୱୀନି ମହାନ୍ତିଙ୍କ ତତ୍ତ୍ୱାବଧାନରେ ସ୍ୱଚ୍ଛ ଭାରତ ଅଭିଯାନ ଅନୁଷ୍ଠିତ ହୋଇଥିଲା।
ଏହି ପରିପ୍ରେକ୍ଷୀରେ ମହାବିଦ୍ୟାଳୟ ର ସମସ୍ତ ଛାତ୍ରୀ ଓ ଅଧ୍ୟାପକ , ଅଧ୍ୟାପିକା ଏବଂ କର୍ମଚାରୀ ଙ୍କ ସହଯୋଗରେ ମହାବିଦ୍ୟାଳୟ ପରିସରକୁ ପରିଷ୍କାର କରାଯିବା ସହ ପ୍ଲାଷ୍ଟିକ ମୁକ୍ତ କରାଯାଇଥିଲା।

Leave A Reply

Your email address will not be published.