ସୁଭାଷ ଚୌହାନ ହେଲେ ବିଜେଡି ସାଧାରଣ ସମ୍ପାଦକ

0

ଭୁବନେଶ୍ୱର : ବିଜେପି ଛାଡି ବିଜେଡିରେ ଯୋଗ ଦେଇଥିବା ଟାଣୁଆ ନେତା ସୁଭାଷ ଚୌହାନଙ୍କୁ ଆଜି ବିଜେଡିର ସାଧାରଣ ସମ୍ପାଦକ ଭାବେ ନିଯୁକ୍ତି ମିଳିଛି । ତାଙ୍କୁ କଳାହାଣ୍ଡି, ବଲାଙ୍ଗୀର, ବରଗଡ଼ ଓ ସମ୍ବଲପୁର ଜିଲ୍ଲା ପାଇଁ ସହପ୍ରଭାରୀ ଭାବେ ମଧ୍ୟ ଦାୟିତ୍ୱ ଦିଆଯାଇଛି । ଦଳର ସଭାପତି ଶ୍ରୀ ଚୌହାନଙ୍କୁ ଏହି ନିଯୁକ୍ତି ପ୍ରଦାନ କରିଥିବା ଦଳର ସମ୍ପାଦକ ବିଜୟ ନାୟକ ସୂଚନା ଦେଇଛନ୍ତି ।

Leave A Reply

Your email address will not be published.