ରଶ୍ମୀବାଳା ମିଶ୍ର ସୁନ୍ଦରଗଡ଼ ଜିଲ୍ଲା ବିଜେଡି ପାଇଁ ସହ-ପର୍ଯ୍ୟବେକ୍ଷକ 

0

ଭୁବନେଶ୍ୱର : ବିଜୁ ଜନତା ଦଳର ରାଜ୍ୟ ସଭାପତି ଶ୍ରୀ ନବୀନ ପଟ୍ଟନାୟକ ସୁନ୍ଦରଗଡ଼ ଜିଲ୍ଲା ପାଇଁ ସହ-ପର୍ଯ୍ୟବେକ୍ଷକ ଭାବେ ରାଉରକେଲା ପୌରପାଳିକାର ପୂର୍ବତନ ଅଧ୍ୟକ୍ଷା  ରଶ୍ମୀବାଳା ମିଶ୍ରଙ୍କୁ ନିଯୁକ୍ତି ଦେଇଛନ୍ତି ବୋଲି ରାଜ୍ୟ ସଂପାଦକ ବିଜୟ ନାୟକ ଏକ ପ୍ରେସ୍‍ ଇସ୍ତାହାରରେ ଜଣାଇଛନ୍ତି । 

 

Leave A Reply

Your email address will not be published.