କିନ୍ନରଙ୍କୁ ମହିଳା ସଂଗଠନ ଦାୟିତ୍ୱ : ମୀରା ମହିଳା ବିଜେଡି ଉପସଭାପତି 

0

ଭୁବନେଶ୍ୱର: ବିଜୁ ଜନତା ଦଳ ସଭାପତି  ଶ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ଆଜି ବିଜୁ ମହିଳା ଜନତା ଦଳର ରାଜ୍ୟ ଉପ-ସଭାପତି ଭାବେ ମୀରା ପରିଡ଼ା ଏବଂ ଗଜପତି ଜିଲ୍ଲା କାର୍ଯ୍ୟକାରୀ ସଭାନେତ୍ରୀ ଭାବେ ସଂଯୁକ୍ତା ବେହେରାଙ୍କୁ ନିଯୁକ୍ତି ଦିଆଯାଇଛି ବୋଲି ବିଜୁ ମହିଳା ଜନତା ଦଳ ସଭାନେତ୍ରୀ ଶ୍ରୀମତୀ ମିନତି ବେହେରା ଏକ ପ୍ରେସ୍‍ ଇସ୍ତାହାରରେ ଜଣାଇଛନ୍ତି ।

Leave A Reply

Your email address will not be published.