ସୂର୍ଯ୍ୟ ନାରାୟଣ ଚୌଧୁରୀଙ୍କ ଉପରୁ ନିଲମ୍ବନ ଆଦେଶ ପ୍ରତ୍ୟାହୃତ On Apr 7, 2019 8 Share ନୟାଗଡ ନିର୍ବାଚନ ମଣ୍ଡଳୀର ବିଜୁ ଜନତା ଦଳ ନେତା ସୂର୍ଯ୍ୟ ନାରାୟଣ ଚୌଧୁରୀଙ୍କ ଉପରୁ ନିଲମ୍ବନ ଆଦେଶ ପ୍ରତ୍ୟାହୃତ | ବିଜୁ ଜନତା ଦଳ ସଭାପତି ତାଙ୍କ ଉପରେ ଲାଗିଥିବା ନିଲମ୍ବନ ଆଦେଶ ପ୍ରତ୍ୟାହାର କରିଥିବା ଦଳର ସମ୍ପାଦକ ବିଜୟ ନାୟକ ସୂଚନା ଦେଇଛନ୍ତି | 8 Share FacebookTwitterGoogle+ReddItWhatsAppPinterestEmail