ପାରଳାଖେମୁଣ୍ଡି /ବାଳକୃଷ୍ଣ ପାଣିଗ୍ରାହୀ : ଆଜି ଜିଲ୍ଲା ପ୍ରଶାସନ ତରଫରୁ ଗଜପତି ଜିଲ୍ଲାପାଳଙ୍କ ବାସ ଭବନରେ ଜିଲ୍ଲାପାଳ ସମସ୍ତଙ୍କର ଅତି ପ୍ରିୟ ଜାତୀୟ ପୁରସ୍କାର ପ୍ରାପ୍ତ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ସମ୍ମାନିତ କରିବା ସହ ଗଜପତି ଜିଲ୍ଲାର ଶିକ୍ଷାର ବିକାଶ ପାଇଁ ଉଚ୍ଚ ପ୍ରଶଂସା କରିଥିଲେ।
ଏହି କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଆଗାମୀ ଦିନରେ ଶିକ୍ଷାର ଉନ୍ନତି ପାଇଁ ଓ ଛାତ୍ର ଛାତ୍ରୀଙ୍କ ଉଜ୍ଜଳ ଭବିଷ୍ୟତ ପାଇଁ କିଛି ଗୁରୁ ମନ୍ତ୍ର ଦେବା ସହ ସମସ୍ତ ପ୍ରଧାନ ଶିକ୍ଷକ- ଶିକ୍ଷୟିତ୍ରୀ ଓ ଅନ୍ୟାନ୍ୟ ଶିକ୍ଷକ-ଶିକ୍ଷୟିତ୍ରୀଙ୍କ ସହଯୋଗ କାମନା କରିଥିଲେ l
Sign in
Sign in
Recover your password.
A password will be e-mailed to you.
Next Post