ବୁଲୁ ସାଧାରଣ ସଂପାଦକ ନିଯୁକ୍ତ 

0

ଭୁବନେଶ୍ୱର: ବିଜୁ ଜନତା ଦଳ ରାଜ୍ୟ ସଭାପତି ମାନ୍ୟବର ଶ୍ରୀ ନବୀନ ପଟ୍ଟନାୟକ ବିଜୁ ଜନତା ଦଳ ରାଜ୍ୟ ସାଧାରଣ ସଂପାଦକ ଭାବେ ଶ୍ରୀ ଅସିତ ପଟ୍ଟନାୟକ (ବୁଲୁ)ଙ୍କୁ ନିଯୁକ୍ତି ଦେଇଥିବା ବେଳେ ବିଜୁ ଜନତା ଦଳ ରାଜ୍ୟ ସଂପାଦକ ଭାବେ ଶ୍ରୀ ସନ୍ତୋଷ ପଟ୍ଟନାୟକ, ପାରାଦୀପ ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ପର୍ଯ୍ୟବେକ୍ଷକ ଭାବେ ଶ୍ରୀ ମନିନ୍ଦ୍ର ଗୁରୁ ଏବଂ ବିଜୁ ଛାତ୍ର ଜନତା ଦଳ ରାଜ୍ୟ ସାଧାରଣ ସଂପାଦକ ଭାବେ ତବରେଜ୍‍ ଖାଁଙ୍କୁ ନିଯୁକ୍ତି ଦେଇଛନ୍ତି ବୋଲି ଦଳର ରାଜ୍ୟ ସାଧାରଣ ସଂପାଦକ ବିଜୟ ନାୟକ ଏକ ପ୍ରେସ୍‍ ଇସ୍ତାହାରରେ ଜଣାଇଛନ୍ତି ।

Leave A Reply

Your email address will not be published.