କାଶୀନଗର ବ୍ଲକର ବିଭିନ୍ନ ସମ୍ବେଦନଶୀଳ ଅଞ୍ଚଳ ପରିଦର୍ଶନ କରି ସ୍ଥିତି ଅନୁଧ୍ୟାନ କଲେ ଜିଲ୍ଲାପାଳ

11

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା କାଶୀନଗର ବ୍ଲକର ବିଭିନ୍ନ ସମ୍ବେଦନଶୀଳ ଅଞ୍ଚଳ ପରିଦର୍ଶନ କରି ସ୍ଥିତି ଅନୁଧ୍ୟାନ କରିଥିଲେ ଜିଲ୍ଲାପାଳ। ସାରା ସ୍ଥିତ ଅସ୍ଥାୟୀ ରିଲିଫ୍ କେନ୍ଦ୍ରରେ ଆଶ୍ରୟ ନେଇଥିବା ସ୍ଥାନାନ୍ତରିତ ଲୋକମାନଙ୍କ ସହ ଆଲୋଚନା କରି ସେମାନଙ୍କୁ ଯୋଗାଇ ଦିଆଯାଉଥିବା ସୁବିଧା ଓ ଆବଶ୍ୟକତା ସମ୍ପର୍କରେ ପଚାରି ବୁଝିଥିଲେ। ଏହି ସମୟରେ ଅତିରିକ୍ତ ଜିଲ୍ଲାପାଳ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ , ଜିଲ୍ଲା ପରିଷଦ ଓ ଉପଜିଲ୍ଲାପାଳଙ୍କ ସମେତ ବ୍ଲକ୍ ସ୍ତରୀୟ ଅଧିକାରୀମାନେ ଉପସ୍ଥିତ ଥିଲେ।

Leave A Reply

Your email address will not be published.