ଜିଲ୍ଲାର ବିଭିନ୍ନ ବ୍ଲକ୍‌ରେ ଥିବା ବାତ୍ୟା ଆଶ୍ରୟସ୍ଥଳୀ ପରିଦର୍ଶନ କଲେ ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ

11

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଆଜି କ୍ରୀଡ଼ା ଓ ଯୁବସେବା ବିଭାଗର ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ ଗଜପତି ଜିଲ୍ଲାର ବିଭିନ୍ନ ବ୍ଲକ୍‌ରେ ଥିବା ବାତ୍ୟା ଆଶ୍ରୟସ୍ଥଳୀ ପରିଦର୍ଶନ କରି ବାତ୍ୟା ମୁକାବିଲା ପାଇଁ ହୋଇଥିବା ପ୍ରସ୍ତୁତିର ସମୀକ୍ଷା କରିଥିଲେ। ଏଥିସହ ଆଶ୍ରୟସ୍ଥଳୀରେ ରହୁଥିବା ଲୋକଙ୍କ ସୁରକ୍ଷା, ଖାଦ୍ୟ ଓ ଅନ୍ୟାନ୍ୟ ଆବଶ୍ୟକୀୟ ସୁବିଧା ସମ୍ପର୍କରେ ସ୍ଥିତି ଅନୁଧ୍ୟାନ କରିଥିଲେ।

Leave A Reply

Your email address will not be published.