ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଆଜି ଉଚ୍ଚଶିକ୍ଷା, କ୍ରୀଡ଼ା ଓ ଯୁବ ବ୍ୟାପାର ଏବଂ ଓଡ଼ିଆ ଭାଷା , ସାହିତ୍ୟ ଓ ସଂସ୍କୃତି ବିଭାଗର ମାନ୍ୟବର ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ ଗଜପତି ଜିଲ୍ଲାର ଗୁମ୍ମା ଓ କାଶୀନଗର ବ୍ଲକ୍ର ବିଭିନ୍ନ ବାତ୍ୟା ଆଶ୍ରୟସ୍ଥଳୀ ପରିଦର୍ଶନ କରିଥିଲେ।
ଏହି ଅବସରରେ ସେ ଆଶ୍ରୟସ୍ଥଳୀରେ ରହୁଥିବା ଲୋକଙ୍କ ସୁରକ୍ଷା, ଖାଦ୍ୟ ଯୋଗାଣ ଓ ଅନ୍ୟାନ୍ୟ ଆବଶ୍ୟକୀୟ ସୁବିଧା ସମ୍ପର୍କରେ ସ୍ଥିତି ଅନୁଧ୍ୟାନ କରିଥିଲେ।
Sign in
Sign in
Recover your password.
A password will be e-mailed to you.