ସହିଦଙ୍କ ମର ଶରୀରରେ ଦଳୀୟ ପତାକା ପକାଇଥିବା କୁଜିନେତା ନିଲମ୍ବିତ

0 1

କ୍ଷୁବ୍ଧ ନବୀନ ନେଲେ ତ୍ୱରାନ୍ୱିତ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର  ସହିଦ ଅଜିତ ସାହୁଙ୍କ ମରଶରୀର ଉପରେ ଦଳୀୟ ପତାକା ରଖାଯାଇଥିବା ଘଟଣାର ବିଜୁ ଜନତା ଦଳ ତରଫରୁ ତର୍ଜମା କରାଯାଇଥିଲା ଏବଂ ତାହାକୁ ଭିତ୍ତିକରି କଟକ ଜିଲ୍ଲାର ବିଦୋନ କୁମାର ମାଝୀ, ସନ୍ତୋଷ କୁମାର ସାହୁ ଓ ଗୋବର୍ଦ୍ଧନ ଦାସଙ୍କୁ ତୁରନ୍ତ ଦଳରୁ ନିଲମ୍ବନ କରାଯାଇଛି ବୋଲି ବିଜୁ ଜନତା ଦଳର ରାଜ୍ୟ ସାଧାରଣ ସଂପାଦକ ବିଜୟ ନାୟକ ଆଜି ଏକ ପ୍ରେସ୍‍ ଇସ୍ତାହାରରେ ଜଣାଇଛନ୍ତି ।

Leave A Reply

Your email address will not be published.