ଭୁବନେଶ୍ୱର– ଓଡିଶାର ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ମହମ୍ମଦ ବାଜିଙ୍କ ବିୟୋଗରେ ଗଭୀର ଦୁଃଖ ପ୍ରକାଶ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଶ୍ରୀ ବାଜିଙ୍କ ବିୟୋଗରେ ସେ ମର୍ମାହତ ବୋଲି ସାମାଜିକ ଗଣମାଧ୍ୟମରେ ଉଲ୍ଲେଖ କରିଛନ୍ତି ।
ଶ୍ରୀ ପ୍ରଧାନ ଉଲ୍ଲେଖ କରିଛନ୍ତି ଯେ ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ମହମ୍ମଦ ବାଜି ବିୟୋଗରେ ମୁଁ ମର୍ମାହତ । ଶୋକସନ୍ତପ୍ତ ପରିବାର ବର୍ଗକୁ ସମବେଦନା ଜଣାଇବା ସହ ଅମରଆତ୍ମାର ସଦ୍ଗତି କାମନା କରୁଛି ବୋଲି ଶୋକବାର୍ତ୍ତାରେ କେନ୍ଦ୍ର ମନ୍ତ୍ରୀ ଶ୍ରୀ ପ୍ରଧାନ ଉଲ୍ଲେଖ କରିବା ସହ ଅମରତ୍ମାର ସଦଗତି କାମନା କରିଛନ୍ତି |
Sign in
Sign in
Recover your password.
A password will be e-mailed to you.
Next Post