ତାଳଚେର ଫର୍ଟିଲାଇଜର ପ୍ଲାଂଟକୁ ଶୀଘ୍ର କାର୍ଯ୍ୟକ୍ଷମ କରିବା ନେଇ କେନ୍ଦ୍ରମନ୍ତ୍ରୀଙ୍କ  ସମୀକ୍ଷା

0

ଭାରତର ପ୍ରାକୃତିକ ଗ୍ୟାସ ଆମଦାନୀକୁ ହ୍ରାସ କରିବ ତାଳଚେର ଫର୍ଟିଲାଇଜର ପ୍ଲାଣ୍ଟ  – ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ/ଭୁବନେଶ୍ୱର, – ତାଳଚେର ଫର୍ଟିଲାଇଜର ପ୍ଲାଣ୍ଟକୁ ଶୀଘ୍ର କାର୍ଯ୍ୟକ୍ଷମ କରିବା ନେଇ ମଙ୍ଗଳବାର କେନ୍ଦ୍ରମନ୍ତ୍ରୀ  ଧର୍ମେନ୍ଦ୍ର ପ୍ରଧାନ ପେଟ୍ରୋଲିୟମ ମନ୍ତ୍ରାଳୟ  ତଥା ଫର୍ଟିଲାଇଜର୍ସ ବିଭାଗ ଓ ତାଳଚେର ଫର୍ଟିଲାଇଜର୍ସର ଅଧିକାରୀମାନଙ୍କ ସହ ସମୀକ୍ଷା କରିଛନ୍ତି ।ଏହି ପ୍ଲାଂଟ୍ କାର୍ଯ୍ୟକ୍ଷମ ହେଲେ ଏହା ଭାରତର ପ୍ରାକୃତିକ ଗ୍ୟାସ ଆମଦାନୀକୁ ହ୍ରାସ କରିବ ଏବଂ ଭାରତକୁ ଗ୍ୟାସ ଓ ସାର କ୍ଷେତ୍ରରେ ଆତ୍ମନିର୍ଭରଶୀଳ କରିବାରେ ସହାୟକ  ହେବ ବୋଲି ଶ୍ରୀ ପ୍ରଧାନ ସାମାଜିକ ଗଣମାଧ୍ୟମରେ ମତବ୍ୟକ୍ତ କରିଛନ୍ତି ।

Leave A Reply

Your email address will not be published.