ବାରିପଦା (ଦିଲ୍ଲୀପ ମହାନ୍ତି): ମୟୂରଭଞ୍ଜ ଜିଲ୍ଲାର ନୂତନ ଅତିରିକ୍ତ ଜିଲ୍ଲାପାଳ ଭାବରେ ସ୍ୱଧା ଦେବ ସିଂ କାର୍ଯ୍ୟରେ ଯୋଗଦାନ ପୂର୍ବକ ଦାୟିତ୍ୱ ଗ୍ରହଣ କରିଛନ୍ତି । ସେ ଏହା ପୂର୍ବରୁ ଗଜପତି ଜିଲ୍ଲାରେ ଅତିରିକ୍ତ ଜିଲ୍ଲାପାଳ ଭାବେ କାର୍ଯ୍ୟ ତୁଲାଉଥିଲେ । ମୟୂରଭଞ୍ଜ ଜିଲ୍ଲାରେ ଅତିରିକ୍ତ ଜିଲ୍ଲାପାଳ ଭାବରେ ତାଙ୍କର ଯୋଗଦାନ ଅବସରରେ ବିଭିନ୍ନ ବିଭାଗୀୟ ଅଧିକାରୀ ତଥା କର୍ମଚାରୀ ମାନେ ପୁଷ୍ପଗୁଚ୍ଛ ଦେଇ ସ୍ୱାଗତ ଜଣାଇଥିଲେ ।
Sign in
Sign in
Recover your password.
A password will be e-mailed to you.