Recover your password.
A password will be e-mailed to you.
ଭୁବନେଶ୍ୱର = ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସ୍ୱଚ୍ଛ ନେତୃତ୍ୱ ଏବଂ ଜନହିତକର କାର୍ଯ୍ୟକ୍ରମ ପ୍ରତି ଆକୃଷ୍ଟ ହୋଇ ଭଦ୍ରକ ଜିଲ୍ଲା ବାସୁଦେବପୁର ବ୍ଲକ ଅନ୍ତର୍ଗତ ପଢ଼ୁଆଁ, ଜଗନ୍ନାଥପୁର ପଞ୍ଚାୟତର ବିଜେପି ସମର୍ଥିତ ସରପଞ୍ଚଙ୍କ ସମେତ ୭୦ରୁ ଉର୍ଧ୍ଵ ବିଜେପି କର୍ମୀ ମନ୍ତ୍ରୀ ବିଜୟଶ୍ରୀ ରାଉତରାୟଙ୍କ ନେତୃତ୍ୱରେ ବିଜୁ ଜନତା ଦଳରେ ଆନୁଷ୍ଠାନିକ ଭାବେ ସାମିଲ ହୋଇଛନ୍ତି ।Prev Post
Recover your password.
A password will be e-mailed to you.