ଜୁନାଗଡ (ଆଦିତ୍ୟ ମହାନ୍ତି )ଏନଏସି ଓ ବ୍ଲକ ସ୍ତରୀୟ କଳାହାଣ୍ଡି ଉତ୍ସବ ଘୁମୁରା ଏବ୍ଂ ରାଜ୍ୟସ୍ତରୀୟ ଶୀତ ମହୋତ୍ସବ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି | କଳାହାଣ୍ଡି ଜିଲ୍ଲା ଜୁନାଗଡ ବ୍ଲକ ସଭାଗୃହ ରେ ଏନଏସି ଓ ବ୍ଲକ ସ୍ତରୀୟ କଳାହାଣ୍ଡି ଉତ୍ସବ ଘୁମୁରା ଏବ୍ଂ ରାଜ୍ୟ ସ୍ତରୀୟ ଶୀତ ମହୋତ୍ସବ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି | ଏହି ପ୍ରସ୍ତୁତି ବୈଠକରେ ବ୍ଲକ ଅଧ୍ୟକ୍ଷା ଶ୍ରୀମତୀ ନୁର୍ଯ୍ୟ ମାଝି ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ମୁଖ୍ୟଅତିଥି ଭାବେ ଓଡିଶା ସରକାରଙ୍କ ଶକ୍ତି, ଶିଳ୍ପ ଓ ଗୃହ ରାଷ୍ଟ୍ର ମନ୍ତ୍ରୀ କ୍ୟାପଟେନ୍ ଦିବ୍ୟ ଶଙ୍କର ମିଶ୍ର ଯୋଗ ଦେଇଥିବା ବେଳେ ଜିଲ୍ଲା ପରିଷଦ ଉପାଧ୍ୟକ୍ଷ ଭବ ସିନ୍ଧୁ. ମଙ୍ଗରାଜ, ଜୁନାଗଡ ବିଡିଓ ଦୂଲା ରାମ ମାରାଣ୍ଡି, ତହସିଲଦାର ଜୁନାଗଡ ଉପେନ୍ଦ୍ର ଲୁହା, ପୂର୍ବତନ ଏନଏସି ଅଧ୍ୟକ୍ଷ ମହେଶ ସାହୁ, ଶୀତ ମହୋତ୍ସବର୍.ପ୍ରବୋଧ ରଥଙ୍କ ସମେତ ଜୁନାଗଡର ବହୁ ବିଶିଷ୍ଟ ବ୍ୟକ୍ତି ବୈଠକ ରେ ଉପସ୍ଥିତ ଥିଲେ |
Sign in
Sign in
Recover your password.
A password will be e-mailed to you.