ବାରୁଣୀ ପୋଲରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ଶବ(See the video and share pls)

0 2

ବାରିପଦା (ଦିଲ୍ଲୀପ ମହାନ୍ତି)-ବାରିପଦା ସହରର ବାରୁଣୀ ଶିବମନ୍ଦିର ନିକଟରେ ଥିବା ଜରାଳୀସରାଳୀ ନଦୀ ପୋଲରେ ଝୁଲନ୍ତା ଅବସ୍ଥାରେ ଜଣେ ଅପରିଚିତ ବ୍ୟକ୍ତି ଙ୍କ ମୃତ ଶରୀର ଉଦ୍ଧାର ହୋଇଛି । ଏହି ମୃତ ବ୍ୟକ୍ତି ଙ୍କ ବୟସ ଆନୁମାନିକ ୫୦ ରୁ ଉର୍ଦ୍ଧ ହେବ ବୋଲି ଅନୁମାନ କରାଯାଉଛି । ପୋଲର ବାଡାରେ ଏକ ରସି ବାନ୍ଧି ପୋଲ ତଳକୁ ଡେଇଁ ପଡିଥିବା ଅନୁମାନ କରାଯାଉଛି । ଘଟଣା ସ୍ଥଳରେ ବାରିପଦା ଟାଉନ ପୋଲିସ ପହଞ୍ଚି ମୃତଶରୀର ଟିକୁ ଜବଦ କରିବା ସହ ତଦନ୍ତ ଆରମ୍ଭ କରିଛି ।

http://www.youtube.com/watch?v=-ym5Rf4pU-4

Leave A Reply

Your email address will not be published.