ଡ଼ ମହତାବଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ

0 1

 ଭୁବନେଶ୍ୱର(ଶାସକ ପ୍ରଶାସକ) :  ବିଶିଷ୍ଟ ସ୍ଵାଧୀନତା ସଂଗ୍ରାମୀ ତଥା ଓଡ଼ିଶାର ପ୍ରଥମ ମୁଖ୍ୟମନ୍ତ୍ରୀ ଉତ୍କଳ କେଶରୀ ଡଃ. ହରେକୃଷ୍ଣ ମହତାବଙ୍କ ତିରୋଧାନ ଦିବସରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ  ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ ସହ ରାଜ୍ୟକୁ ପ୍ରଗତିଶୀଳ କରିବାରେ ତାଙ୍କ ଅବଦାନ ବିଷୟରେ ମୁଖ୍ୟମନ୍ତ୍ରୀ ସ୍ମୃତିଚାରଣ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀଙ୍କ ସହ ବାଚସ୍ପତି ଡ଼ ସୂର୍ଯ୍ୟନାରାୟଣ ପତ୍ର, ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ, ଉପମୁଖ୍ୟ ସଚେତକ ରଜନୀକାନ୍ତ ସିଂ, ବରିଷ୍ଠ ବିଧାୟକ ପ୍ରଫୁଲ୍ଲ ସାମଲଙ୍କ ସମେତ ଅନ୍ୟ ବିଶିଷ୍ଟ ବ୍ୟକ୍ତିମାନେ ଉପସ୍ଥିତ ରହି ଡ଼ ମହତାବକୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ | 

 

Leave A Reply

Your email address will not be published.