୧୫ରେ ସରକାରୀ ଛୁଟି

0

ଭୁବନେଶ୍ୱର(ଶାସକ ପ୍ରଶାସକ): ରାଜ୍ୟ ସରକାର ଜାନୁୟାରୀ 15 ତାରିଖକୁ ସରକାରୀ ଛୁଟି ଘୋଷଣା କରିଛନ୍ତି । ପବିତ୍ର ମକର ସଂକ୍ରାନ୍ତି ପାଇଁ ଏହି ଦିନଟିକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ଵାରା  ସରକାରୀ ଛୁଟି ଭାବେ ଘୋଷଣା କରାଯାଇଛି  । ଏହି ଦିନ ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନ ଓ ସରକାରୀ ଦପ୍ତର ବନ୍ଦ ରହିବ ।

Leave A Reply

Your email address will not be published.