ହତ୍ୟାକାଣ୍ଡ ର ପର୍ଦ୍ଦାଫାଶ କଲା ଗୁଣପୁର ପୋଲିସ

ଗୁଣପୁର ରୁ ସନ୍ତୋଷ କୁମାର ସୁବୁଦ୍ଧି:: ଗୁଣପୁର : ୧୮/୯/୨୬ : କିଛିଦିନ ତଳେ ରାୟଗଡ଼ା ଜିଲ୍ଲା ଗୁଣପୁର ବ୍ଲକ ଜଗନ୍ନାଥପୁର ପଞ୍ଚାୟତର ନୂଆ ଲବା ଗ୍ରାମ ନିକଟରେ ଜଣେ ବ୍ୟକ୍ତିଙ୍କ କ୍ଷତଵିକ୍ଷତ ମୃତଦେହ ମିଳିବା ଘଟଣା ଚାଞ୍ଚଲ୍ୟ ସୃଷ୍ଟି କରିଥିଲା । ରାସ୍ତା ପାର୍ଶ୍ୱରେ ଥିବା ଏକ ଖାଲରେ

ବ୍ଲକ୍ ସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ଓ ଦୈଡ କୁଦ ପ୍ରତିଯୋଗିତା ୨୦୨୬-୨୭ ଅନୁଷ୍ଠିତ।

ନୀଳଗିରି, ୧୮/୦୯: ନୀଳଗିରି ବ୍ଲକ ଜାମୁଡିହା ପଞ୍ଚାୟତ ଅର୍ଜୁନ ଆଚାର୍ଯ୍ଯ ଉଚ୍ଚ ବିଦ୍ୟାଳୟ ଠାରେ ବ୍ଲକ୍ ସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ଓ ଦୈଡ କୁଦ ପ୍ରତିଯୋଗିତା ୨୦୨୬-୨୭ ଅନୁଷ୍ଠିତ ହୋଇଯାଇଛି। ଶୁକ୍ରବାର ଉଦଘାଟନୀ ଉତ୍ସବରେ ମୁଖ୍ଯ ଅତିଥି ଭାବେ ସ୍ଥାନୀୟ ବିଧାୟକ ସନ୍ତୋଷ ଖଟୁଆ ଯୋଗ

ଜାତୀୟ ମାନବାଧିକାର ଆୟୋଗର ବିଶେଷ ପ୍ରତିବେଦକ ଙ୍କ ଜଗତସିଂହପୁର ଜିଲ୍ଲାରେ ମାନବାଧିକାର ସ୍ଥିତି ସମ୍ପର୍କିତ ଆଲୋଚନା

ଜଗତସିଂହପୁର, ତା ୧୮/୦୯/୨୬: ଜାତୀୟ ମାନବାଧିକାର ଆୟୋଗର ବିଶେଷ ପ୍ରତିବେଦକ ଶ୍ରୀ ସନ୍ତୋଷ କୁମାର ଶତପଥୀ ୩ ଦିନିଆ ଜଗତସିଂହପୁର ଜିଲ୍ଲା ଗସ୍ତରେ ଆସି କ୍ଷେତ୍ର ପରିଦର୍ଶନ ସହ ଆଜି ଶେଷ ଦିନ ରେ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ସ୍ଥିତ ସଦଭାବନା ସଭାଗୃହ ଠାରେ ଏକ ଆଲୋଚନାତ୍ମକ ବୈଠକ ରେ

ରାମନାଗୁଡ଼ାରେ ‘ଏକ ପେଡ୍ ମାଁ କେ ନାମ୍ ପେ’ କାର୍ଯ୍ୟକ୍ରମ

ଗୁଣପୁର ରୁ ସନ୍ତୋଷ କୁମାର ସୁବୁଦ୍ଧି: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଅବସରରେ ପରିବେଶ ସୁରକ୍ଷା ଓ ସବୁଜିମା ବୃଦ୍ଧିର ବାର୍ତ୍ତା ନେଇ ରାମନାଗୁଡ଼ା ଅଞ୍ଚଳରେ ‘ଏକ ପେଡ୍ ମାଁ କେ ନାମ୍ ପେ’ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି। ଏହି ଅବସରରେ ବନ ବିଭାଗ, ବ୍ଲକ ପ୍ରଶାସନ,

ଅବକାରୀ ବିଭାଗକୁ ବଡ ସଫଳତା।

୩୯ ଗ୍ରାମର ହେରୋଇନ, ମଟରସାଇକେଲ, ୨୫ ଲିଟର ବିଦେଶୀମଦ ଓ ୨୦ ଲିଟର ଦେଶୀମଦ ସହ ୨ ଅଭିଯୁକ୍ତ ଗିରଫ।। ଜଗତସିଂହପୁର: ଜଗତସିଂହପୁର ଥାନା ଅନ୍ତର୍ଗତ ସୋମନାଥ ହାଟ ବଜାର ରୁ ଜଣେ ନିଶା ମାଫିଆଙ୍କୁ ଗିରଫ କରିଛି ଜଗତସିଂହପୁର ଅବକାରୀ ଭ୍ରାମ୍ୟମାଣ ସଂସ୍ଥା। ଯାଞ୍ଚ ପରେ ତାଙ୍କ ପାଖରୁ ୩୯

ବେଲଗୁଣ୍ଠାରେ ମଣ୍ଡଳସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା

ବେଲଗୁଣ୍ଠା, ୧୮ା୯: -(ଶିବରାମ ଚୌଧୁରୀ )-ବେଲଗୁଣ୍ଠା ବ୍ଲକ୍‌ର କ୍ଷେତ୍ରୀୟବରପୁର ନୋଡାଲ ଉଚ୍ଚ ବିଦ୍ୟାଳୟ ଖେଳ ପଡ଼ିଆ ଆଜି ଛାତ୍ରଛାତ୍ରୀଙ୍କ କ୍ରୀଡ଼ା ପ୍ରତିଭାରେ ଚଳଚଞ୍ଚଳ ହୋଇଉଠିଥିଲା। ମଣ୍ଡଳସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ୧୭ ବର୍ଷରୁ କମ୍ ଓ ୧୪ ବର୍ଷରୁ କମ୍

ରାଜନୀତି ବିଜ୍ଞାନ ବିଭାଗର ସ୍ବାଗତ ଓ ବିଦାୟ ସମାରୋହ

ନୂଆଙ୍କୁ ସ୍ବାଗତ, ପୁରୁଣାଙ୍କୁ ଭାବବିହ୍ୱଳ ବିଦାୟ ବେଲଗୁଣ୍ଠା:୧୮/୦୯, -(ଶିବରାମ ଚୌଧୁରୀ )-ବେଲଗୁଣ୍ଠା ବିଜ୍ଞାନ ସ୍ନାତକ ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗ ପକ୍ଷରୁ ପ୍ରଥମ ବର୍ଷର ନବାଗତ ଛାତ୍ରଛାତ୍ରୀଙ୍କୁ ସ୍ବାଗତ ଏବଂ ଅନ୍ତିମ ବର୍ଷର ଛାତ୍ରଛାତ୍ରୀଙ୍କୁ ବିଦାୟ ସମ୍ବର୍ଦ୍ଧନା

ନିଶାମୁକ୍ତିର ଶପଥନେଲେ ଛାତ୍ରୀ

ବଲାଙ୍ଗିର, ତା ୧୮/୦୯/୨୦୨୬ ସ୍ଥାନୀୟ ସରକାରୀ ମହିଳା ମହାବିଦ୍ୟାଳୟର ପ୍ରେକ୍ଷାଳୟରେ ଆଜି ନିଶାମୁକ୍ତି ସମ୍ପର୍କିତ ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହୋଇ ଯାଇଛି। କେନ୍ଦ୍ର ସରକାରଙ୍କ କ୍ରୀଡ଼ା ଓ ଯୁବ ବ୍ୟାପାର ମନ୍ତ୍ରାଳୟଙ୍କ ନିର୍ଦ୍ଦେଶକ୍ରମେ ତଥା ମହାବିଦ୍ୟାଳୟର ଜାତୀୟ ସେବା ଯୋଜନାର

ରାଉରକେଲା ଆପୋଲୋ ହସ୍ପିଟାଲ୍ସରେ ରାଷ୍ଟ୍ରୀୟ ପୋଷଣ ମାସ

ମା’ ଓ ଶିଶୁଙ୍କ ସୁସ୍ଥତା ପାଇଁ ପୁଷ୍ଟିକର ଖାଦ୍ୟ ଉପରେ ସଚେତନତା ରାଉରକେଲା,(ବସନ୍ତ କୁମାର ଜେନା, ଶାସକ ପ୍ରଶାସକ): ଗର୍ଭବତୀ ମହିଳା ଓ ଶିଶୁଙ୍କ ସୁସ୍ଥ ବିକାଶ ପାଇଁ ପୋଷଣର ଗୁରୁତ୍ୱ ସମ୍ପର୍କରେ ସଚେତନତା ସୃଷ୍ଟି ଲକ୍ଷ୍ୟରେ ରାଉରକେଲା ଆପୋଲୋ ହସ୍ପିଟାଲ୍ସ ପକ୍ଷରୁ

ଆଇଏମ୍‌ଏସ୍ ଆଣ୍ଡ ସମ ହସ୍ପିଟାଲ୍ ଛାତ୍ରଛାତ୍ରୀଙ୍କ ନିମନ୍ତେ ଗ୍ରାଜୁଏସନ୍ କାର୍ଯ୍ୟକ୍ରମ ଆୟୋଜିତ

ଭୁବନେଶ୍ୱର, ୧୮/୦୯ : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟର ଫ୍ୟାକଲ୍ଟି ଅଫ୍ ମେଡିକାଲ୍ ସାଇନ୍‌ସେସ୍‌, ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ କ୍ୟାମ୍ପସ-୧ରୁ ଶିକ୍ଷା ସମାପ୍ତ କରିଥିବା ଡାକ୍ତରୀ ଛାତ୍ରଛାତ୍ରୀଙ୍କ ନିମନ୍ତେ ଏକ ସ୍ୱତନ୍ତ୍ର