ବେଦାନ୍ତ ଲାଞ୍ଜିଗଡ଼ର ଦକ୍ଷତା ତାଲିମ କେନ୍ଦ୍ର ପ୍ରଥମ ଖାଦ୍ୟ ଏବଂ ପାନୀୟ (F&B) ବ୍ୟାଚ୍ ପାଇଁ ୯୨% ନିଯୁକ୍ତି…

କଳାହାଣ୍ଡି ଜିଲ୍ଲାରେ ଶିଳ୍ପ-ସମର୍ଥିତ ଦକ୍ଷତା ଏବଂ ଡିଜିଟାଲ୍ ସାକ୍ଷରତା ମାଧ୍ୟମରେ ଏହି ଦକ୍ଷତା ତାଲିମ ସ୍ଥାନୀୟ ଯୁବକମାନଙ୍କୁ ସଶକ୍ତ କରୁଛି ଲାଞ୍ଜିଗଡ଼, ୦୨/୦୮/୨୫: ଭାରତର ସର୍ବବୃହତ ଆଲୁମିନିୟମ୍ ଉତ୍ପାଦକ ବେଦାନ୍ତ ଆଲୁମିନିୟମ୍, ଲାଞ୍ଜିଗଡ଼ରେ ଏହାର ପ୍ରମୁଖ ଦକ୍ଷତା ତାଲିମ ପଦକ୍ଷେପ…

ଜୟ ଓଡ଼ିଶାର 13ତମ ରକ୍ତଦାନ ଶିବିର ଆୟୋଜିତ

ଜୟ ଓଡ଼ିଶା ଓ "ମା ମଙ୍ଗଳା ୟୁଥ୍ କ୍ଲବ" ର ମିଳିତ ଆନୁକୁଲ୍ୟରେ ଅନୁଷ୍ଠିତ ହୋଇଯାଇଛି "ରକ୍ତଦାନ" ଯୋଜନାର ୧୩ତମ ରକ୍ତଦାନ ଶିବିର। ଏହା ମା ମଙ୍ଗଳା କ୍ଲବ ପ୍ରାଙ୍ଗଣରେ ଆୟୋଜିତ ହୋଇଥିଲା, ଯେଉଁଠାରେ ସ୍ଥାନୀୟ ବାସିନ୍ଦାମାନେ ଓ କ୍ଲବର ସଦସ୍ୟମାନେ ମିଶି ୭୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିଲା।…

କ୍ରେଡାଇ ପକ୍ଷରୁ ଭୁବନେଶ୍ୱରରେ ସାଧାରଣ ପରିଷଦ ବୈଠକ ୨୦୨୫ ଆୟୋଜିତ

 ସନ୍ତୁଳିତ ସହରାଂଚଳ ବିକାଶ ପାଇଁ ଟିୟର ୨ ଓ ଟିୟର ୩ ସହରଗୁଡିକରେ ନିବେଶ ପାଇଁ ଡେଭ୍‌ଲପରଙ୍କୁ ଓଡିଶା ସରକାରଙ୍କ ନିବେଦନ -ସ୍ୱଦେଶ କୁମାର ରାଉତରାୟ କ୍ରେଡାଇର ପୂର୍ବାଂଚଳ ଉପାଧ୍ୟକ୍ଷ ଭାବେ ନିର୍ବାଚିତ ଭୁବନେଶ୍ୱର: ଓଡିଶାର ରିଅଲ ଇଷ୍ଟେଟ କ୍ଷେତ୍ର ପାଇଁ ଏକ ବଡ ସଫଳତାକୁ…

ପଞ୍ଜୀକରଣ ବ୍ୟବସ୍ଥାକୁ ନେଇ ଚାଷୀଙ୍କ ରାସ୍ତା ଅବରୋଧ, ସରଳ ନିୟମ ଦାବିରେ ଆନ୍ଦୋଳନ

https://youtu.be/r93zQawBkYI   ବିଜେପୁର :-ଆଜି ସକାଳ ୯ଟାରୁ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ବରଗଡ଼-ରାୟଗଡ଼ ରାସ୍ତାରେ ଆମ୍ବାଭୋନା ଠାରେ ଚାଷୀମାନେ ରାସ୍ତା ଅବରୋଧ କରି ଆନ୍ଦୋଳନ କରିଥିଲେ। ଆନ୍ଦୋଳନର ମୁଖ୍ୟ ଉଦ୍ଦେଶ୍ୟ ଥିଲା ଧାନ ବିକ୍ରୟ ପାଇଁ ପଞ୍ଜୀକରଣ ବ୍ୟବସ୍ଥାକୁ ସହଜ ଓ ସରଳ…

ପୋଷାକ ବିତରଣ ଉତ୍ସବ

ସୁବର୍ଣ୍ଣପୁର, ଶାସକ ପ୍ରସାଶକ (ପ୍ରକାଶ କୁମାର ହାତୀ)ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଚିନାଜୁରୀ କ୍ଲଷ୍ଟର ଅନ୍ତର୍ଗତ ଲୁଡୁକିବେଡା ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ପ୍ରଧାନ ଶିକ୍ଷକ ବୈଷ୍ଣବ ଗଡତିଆ ଙ୍କ ସଭାପତିତ୍ୱ ରେ…

ଡେଙ୍ଗୁ ନିରାକରଣ ମାସ ସଚେତନତା କାର୍ଯ୍ୟକ୍ରମ

ସୁବର୍ଣ୍ଣପୁର, ଶାସକ ପ୍ରଶାସକ (ପ୍ରକାଶ କୁମାର ହାତୀ )ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଶ୍ରୀଜଗନ୍ନାଥ ଉଚ୍ଚ ବିଦ୍ୟାଳୟ ଗଜବନ୍ଧ ରେ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ତରଫରୁ ଡେଙ୍ଗୁ ନିରାକରଣ ମାସ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ବରିଷ୍ଠ ବିଜ୍ଞାନ ଶିକ୍ଷକ ଯୁଧିଷ୍ଠିର…

ସେଣ୍ଟ୍ ଜାଭିୟର୍ସ ପବ୍ଲିକ୍ ସ୍କୁଲ୍ ଠାରେ ସମ୍ବଲପୁରୀ ଦିବସ ପାଳନ

ସୁବର୍ଣ୍ଣପୁର, ଶାସକ ପ୍ରସାଶକ (ପ୍ରକାଶ କୁମାର ହାତୀ )ସୁବର୍ଣ୍ଣପୁର ଡୁଙ୍ଗୁରିପାଲିରେ ସେଣ୍ଟ୍ ଜାଭିୟର୍ସ ପବ୍ଲିକ୍ ସ୍କୁଲ୍ ଠାରେ ବିଶିଷ୍ଟ ସ୍ବାଧୂନତା ସଂଗ୍ରାମୀ ସମ୍ବଲପୁରୀ ଭାଷା ର ଜନକ କବି ସ୍ବର୍ଗତ ସତ୍ୟନାରାୟଣ ବହିଦାର ଙ୍କ ଜନ୍ମ ଦିବସ କୁ ସ୍ମୃତି ଚାରଣ କରିବା ପାଇଁ ସମ୍ବଲପୁରୀ…

ପଦ୍ମପୁର ଉପଜିଲ୍ଲାପାଳ କାର୍ଯ୍ୟାଳୟ ରେ ସମ୍ବଲପୁରୀ ଦିନ ପାଳିତ ।

ପଦ୍ମପୁର:- ଆଜି ହେଉଛି ସୋନପୁରର ବରପୁତ୍ର ତଥା କୋଶଲି ଭାଷା ସାହିତ୍ୟ ସଂସ୍କୃତି ର ପ୍ରାଣ ପ୍ରତିଷ୍ଠାତା ସ୍ବର୍ଗତ ଗୁରୁ ଶ୍ରୀ ସତ୍ୟନାରାୟଣ ବହିଦାର ଙ୍କ ଜନ୍ମଦିନ । ବିଶିଷ୍ଟ କବି, ଲେଖକ ତଥା ଭାଷାବିତ୍ ସମ୍ବଲପୁରୀ ଭାଷାକୁ ପରିଚୟ ଦେଇଥିବା ସେଇ ମହାନ ବ୍ୟକ୍ତିତ୍ୱଙ୍କ ଜନ୍ମ ଦିନକୁ ଆଜି…

ଶକ୍ତିଶ୍ରୀ : ଶକ୍ତିଶ୍ରୀ ସଂଯୋଜିକା ଓ ଶକ୍ତିଅପାଙ୍କୁ ମନୋନୀତ କରିବା ପାଇଁ ଉଚ୍ଚଶିକ୍ଷା ବିଭାଗର ନିର୍ଦ୍ଦେଶ

ଭୁବନେଶ୍ୱର/୧ ଅଗଷ୍ଟ, ୨୦୨୫: ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ଅଧୀନରେ ରହିଥିବା ୧୬ଟି ବିଶ୍ୱବିଦ୍ୟାଳୟ ଏବଂ ୭୩୦ଟି ସରକାରୀ ଓ ଅନୁଦାନପ୍ରାପ୍ତ ମହାବିଦ୍ୟାଳୟମାନଙ୍କରେ “ଶକ୍ତିଶ୍ରୀ କାର୍ଯ୍ୟକ୍ରମ”କୁ ଆରମ୍ଭ କରିବା ପାଇଁ ନିଷ୍ପତ୍ତି ନିଆଯାଇଛି। ବିଗତ ଜୁଲାଇ ୧୮ ତାରିଖରେ…

ସମ୍ପୂର୍ଣ୍ଣତା ଅଭିଯାନ ସମ୍ମାନ ସମାରୋହ ଓ ଆଙ୍କାକ୍ଷା ହାଟ ଉଦଘାଟନ

ସାମ୍ବାଦିକଙ୍କୁ ଅସମ୍ମାନ, ଅଧାରୁ ଚାଲିଗଲେ ନୟାଗଡ଼(ବିଶ୍ଵଜିତ ନାୟକ) :- ନୟାଗଡ଼ ପଠାଣି ସାମନ୍ତ ଅଡିଟୋରିଡୟମ୍ ପ୍ରାଙ୍ଗଣରେ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ପୂର୍ଣ୍ଣତା ଅଭିଯାନ ସମ୍ନାନ ସମାରୋହ ଓ ଆଙ୍କାକ୍ଷା ହାଟ ଉଦଘାଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ…