ବୋଡ଼େନ ପାତାଳ ଗଙ୍ଗାରେ ବୈଶାଖ ମେଳା ପାଇଁ ଜୋର୍ ଦାର ପ୍ରସ୍ତୁତି

ନୂଆପଡ଼ା ଜିଲ୍ଲାରୁ କଲିମ ମହମ୍ମଦ କ ରିପୋର୍ଟ ଶାସକ ପ୍ରଶାସକ: ନୂଆପଡା ଜିଲ୍ଲା ବୋଡ଼େନ ବ୍ଲକ ର ପବିତ୍ର ତୀର୍ଥପୀଠ ପାତାଳ ଗଙ୍ଗା ଠାରେ ଅନୁଷ୍ଠିତ ହେବାକୁ ଥିବା ମେଳା ପାଇଁ ଆଜି ନୂଆପଡ଼ା ଜିଲ୍ଲାପାଳ ମଧୁସୂଦନ ଦାଶଙ୍କ ଅଧ୍ୟକ୍ଷତାରେ ବିଭିନ୍ନ ମନ୍ଦିର ପରିଚାଳନା କମିଟି ସଦସ୍ୟ,ବିଭିନ୍ନ…

ବୁଢ଼ୀବାହାଲ ଗାଁ ରେ ବାରହା ଆକ୍ରମଣ ରେ ବୃଦ୍ଧା ଗୁରୁତର

ଖପ୍ରାଖୋଲ ୧୧/୫(ହେମସାଗର ସାହୁ)ବଲାଙ୍ଗୀର ଜିଲ୍ଲା ଖପ୍ରାଖୋଲ ବ୍ଲକ ଓଡ଼ିଆପାଲି ପଂଚାୟତ ବୁଢ଼ୀବାହାଲ ଗାଁ ରେ ସୁବିଧା ବିଶ୍ୱାଳ (65)ନାମକ ଜଣେ ବୃଦ୍ଧା ରବିବାର ଦିନ କ୍ଷେତ କୁ ଛେଳି ଚରାଇବାକୁ ଯାଇଥିବା ଵେଳେ ହଠାତ ବାରହା ଟି ଆସି ଆକ୍ରମଣ କରିଥିଲା I ବାରହା ଆକ୍ରମଣ ରେ ବୃଦ୍ଧା ଜଣକ…

ଚଳିତ ବର୍ଷର ୨ୟ ଜିଲ୍ଲାସ୍ତରୀୟ ରାଷ୍ଟ୍ରୀୟ ଲୋକ ଅଦାଲତ କାର୍ଯ୍ୟକ୍ରମ ଅନୁଷ୍ଠିତ : ୨୧ ଲକ୍ଷ ୮୨ ହଜାର ୯୫୦ ଟଙ୍କା ଆଦାୟ

 ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଗଜପତି ଜିଲ୍ଲା ଦୌରା ଜଜ୍ ଙ୍କ କୋର୍ଟ ପରିସରରେ ଚଳିତ ବର୍ଷର ୨ୟ ଜିଲ୍ଲାସ୍ତରୀୟ ରାଷ୍ଟ୍ରୀୟ ଲୋକ ଅଦାଲତ କାର୍ଯ୍ୟକ୍ରମ ଜିଲ୍ଲା ଆଇନସେବା ପ୍ରାଧିକରଣ ପକ୍ଷରୁ ଅନୁଷ୍ଠିତ ହୋଇଯାଇଛି। ଏଥିରେ…

ସେବା ନିବୃତ୍ତ ଶିକ୍ଷକଙ୍କ ସମ୍ବର୍ଦ୍ଧନା ସମାରୋହ

  https://youtu.be/9UaoOMDP0CE  ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ନୃସିଂହନାଥ ଫଙ୍କସନ ହଲ୍ , କରଣ ସାହି ,ପାରଳାଖେମୁଣ୍ଡି ସ୍ଥିତ ବର୍ଣ୍ଣାଢ଼୍ୟ ପ୍ରକୋଷ୍ଠ ମଧ୍ୟରେ ଶ୍ରୀ ଶଶି ଭୂଷଣ ପଟ୍ଟନାୟକଙ୍କ ଅବସର କାଳୀନ ବିଦାୟ ସମ୍ମାନାର୍ଥେ ଏକ ସ୍ମୃତି ସଂଧ୍ୟା ଅନୁଷ୍ଠିତ ହୋଇ…

ଅଭିନବ ମାନବ ସମ୍ବଳ ପଦକ୍ଷେପ ପାଇଁ ଟିପିଏସ୍ଓଡିଏଲକୁ ଓଡ଼ିଶା ଲିଡରସିପ୍ ଆୱାର୍ଡ଼

ବ୍ରହ୍ମପୁର, ମେ ୨୦୨୫: ମାନବ ସମ୍ବଳ ପରିଚାଳନା କ୍ଷେତ୍ରରେ ଅଭିନବ ପଦକ୍ଷେପ ଓ ପରିଚାଳନା ପାଇଁ ଓଡ଼ିଶା ଲିଡରସିପ୍ ଆୱାର୍ଡ଼ ୨୦୨୫ରେ ଟିପି ସଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ୍ ଲିମିଟେଡ (ଟିପିଏସ୍ଓଡିଏଲ୍) ପୁରସ୍କୃତ ହୋଇଛି। ଏହି ପୁରସ୍କାର ନୂତନ ମାନବ ସମ୍ବଳ ପଦକ୍ଷେପ ମାଧ୍ୟମରେ ଏକ…

ସମ୍ ହସ୍ପିଟାଲ୍ ପକ୍ଷରୁ ବିଶ୍ୱ ଲୁପସ୍ ଦିବସରେ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ

ଭୁବନେଶ୍ୱର, ୧୦/୦୫: ଲୁପସ୍ ଏକ ସଂକ୍ରାମକ ରୋଗ ନୁହେଁ । ଏହା ଏକ ଅଟୋ ଇମୁ୍ୟନ୍ (ସ୍ୱ-ପ୍ରତିରକ୍ଷୀ) ରୋଗ । ତେବେ ଏହାର ଚିକିତ୍ସା ସମ୍ଭବ । ତେଣୁ ରୋଗକୁ ଡରିବା ପରିବର୍ତେ ଉପଯୁକ୍ତ ଚିକିତ୍ସା କରାଗଲେ ମଣିଷ ସୁସ୍ଥ ହୋଇପାରିବ । ଏଭଳି ସଚେତନତାର ବାର୍ତା ନେଇ ବିଶ୍ୱ ଲୁପସ୍ ଦିବସ ଅବସରରେ…

ବୈଶାଖ ମେଳା : ଚତୁର୍ଥ ସନ୍ଧ୍ୟାରେ ସାଂସ୍କୃତିକ କାର୍ଯ୍ୟକ୍ରମ ଉଦଘାଟିତ ।

ପଦ୍ମପୁର :- ପ୍ରସିଦ୍ଧ ତୀର୍ଥ କ୍ଷେତ୍ର ନୃସିଂହନାଥ ପୀଠରେ ପ୍ରଭୁ ଶ୍ରୀଶ୍ରୀ ମାର୍ଜାର କେଶରୀ ଙ୍କ ଜନ୍ମୋତ୍ସବ ପାଳନ ଅବସରରେ ଚତୁର୍ଥ ସନ୍ଧ୍ୟାରେ ବୈଶାଖ ମେଳା କମିଟି ତରଫରୁ ସାଂସ୍କୃତିକ କାର୍ଯ୍ୟକ୍ରମ ଉଦଘାଟିତ ହୋଇଯାଇଛି। ଯାତ୍ରାକୁ ଆସୁଥିବା ଶ୍ରଦ୍ଧାଳୁ ତଥା ଯାତ୍ରୀଙ୍କ ମନୋରଞ୍ଜନ ପାଇଁ…

କିଟ୍‌ରେ ୧୬ ତମ କିଟ୍ ଅନ୍ତର୍ଜାତୀୟ ଚେସ୍ ମହୋତ୍ସବ ଉଦଘାଟିତ

ମୋଟ ପୁରସ୍କାର ରାଶି ୬୦ ଲକ୍ଷ, ୪୨ଟି ଦେଶର ୧୨୦୦ + ଖେଳାଳିଙ୍କ ଯୋଗଦାନ ଭୁବନେଶ୍ୱର, ୯ । ୫: ସର୍ବ ଭାରତୀୟ ଚେସ୍ ଫେଡେରେସନ (ଏଆଇସିଏଫ) ତତ୍ତ୍ୱାବଧାନରେ କିଟ୍ ବିଶ୍ୱବିଦ୍ୟାଳୟ ଦ୍ୱାରା ଆୟୋଜିତ ୧୬ତମ କିଟ୍ ଅନ୍ତର୍ଜାତୀୟ ଚେସ୍ ମହୋତ୍ସବ ୨୦୨୫ ଶୁକ୍ରବାର ଉଦ୍‍ଘାଟିତ ହୋଇଯାଇଛି। ମୁଖ୍ୟ…

ଜଗତସିଂହପୁରରେ ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ

ଜଗତସିଂହପୁର,ତା-୧୦.୦୫.୨୦୨୫/ସୁମନ୍ତ କୁମାର ଦାସ: ଜଗତସିଂହପୁର ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ ଜିଲ୍ଲା ଅଦାଲତ ଓ ସ୍ଥାନୀୟ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଜିଲ୍ଲା ଓ ଦୌରା ଜଜ୍ ତଥା ଜିଲ୍ଲା ଆଇନ ସେବା ପ୍ରାଧିକରଣର ଅଧ୍ୟକ୍ଷ ଶ୍ରୀ ଶ୍ରୀନିବାସ ପ୍ରତିହାରୀଙ୍କ ଅଧ୍ୟକ୍ଷତାରେ ଚଳିତ…

ଯୁବ ବ୍ୟବସାୟକ ଙ୍କ ଅକାଳ ମୃତ୍ୟୁ , ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ।

(ଶାସକ - ପ୍ରଶାସକ) ମୟୂରଭଞ୍ଜ ଜିଲ୍ଲା ସାରସକଣା ବ୍ଳକ୍ ଝାରପୋଖାରିଆ ଥାନା ଅନ୍ତର୍ଗତ ଜାମଶୋଳା ଠାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ଯାଇଛି । ଦୁର୍ଘଟଣା ରେ ଯୁବ ବ୍ୟବସାୟ ଙ୍କ ମୃତ୍ୟୁ ଘଟିଛି । ମୃତ୍ୟୁ ଘଟଣାରେ ଅଞ୍ଚଳରେ ଶୋକରା ଛାୟା ଖେଳିଯାଇଛି । ତେବେ ସୂଚନା ମୁତାବକ ସମୀର କୁମାର…