ରଥ ଖଳାରୁ ତୁମ୍ବରେ ପନ୍ଦାରି ଗାଡ ଖୋଦେଇ କାର୍ଯ୍ଯ ଜାରି*

ପୁରୀ (ଅନିମେଶ ପଟ୍ଟନାୟକ): ଚଳଚଞ୍ଚଳ ରଥ ଖଳା । ତପ୍ତର ରଥ ବିଶ୍ବକର୍ମା । ଜୁନ ୨୭ ତାରିଖ ବିଶ୍ବପ୍ରସିଦ୍ଧ ରଥଯାତ୍ରା । ଧାର୍ଯ୍ଯ ସମୟରେ ଶ୍ରୀଜିଉମାନଙ୍କ ତିନି ରଥ ନିର୍ମାଣ ଶେଷ କରିବାର ଲକ୍ଷ ନେଇ ରଥ ଖଳା ଚଳଚଞ୍ଚଳ ରହିଛି । ତିନି ରଥର ୪୨ ତୁମ୍ବ ତିଆରି ସରିଥିବା ବେଳେ ସେଥିରେ ପନ୍ଦାରି…

ତୃତୀୟ ଥର ରାଜ୍ୟପାଳ ରାଜ୍ୟପାଳ ପୁରସ୍କାର ପାଇଲା ଗଜପତି ଜିଲ୍ଲା ସ୍କାଉଟସ୍ ଓ ଗାଇଡସ୍

 ବାଳକୃଷ୍ଣ ପାଣିଗ୍ରାହୀ : ଭୁବନେଶ୍ଵର ସ୍ଥିତ ରାଜଭବନ ଅଭିଷେକ ହଲରେ ୨୦୨୪ ଶିକ୍ଷା ବର୍ଷର ରାଜ୍ୟପାଳ ପୁରସ୍କାର ବିତରଣ ଉତ୍ସବ ଶୁକ୍ରବାର ୦୯.୦୫.୨୦୨୫ ଅନୁଷ୍ଠିତ ହୋଇ ଯାଇଛି। ଏଥିରେ ରାଜ୍ୟପାଳ ହରି ବାବୁ କମ୍ଭମ୍ପତି ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ରାଜ୍ୟପାଳ ପୁରସ୍କାର ପ୍ରଦାନ କରିଥିଲେ।…

କୃଷକ କ୍ଷେତ୍ର ଦିବସ ପାଳନ

ଡାବୁଗାଁ -ଯଶବନ୍ତ ପରିଛା (ଶାସକ ପ୍ରଶାସକ )ଡାବୁଗାଁ ତା ୦୯/୦୫/୨୫ ନବରଙ୍ଗପୁର ଜିଲ୍ଲା ଡ଼ାବୁଗାଁ ବ୍ଲକ ଛେଳିବେଡ଼ା ଗ୍ରାମରେ ଧାନ ପରବର୍ତୀ ପଡିଆ ଜମିର ବିସ୍ତୃତ ପରିଚାଳନା ଯୋଜନା ରେ କୃଷି ଏବଂ କୃଷକ ସଶକ୍ତିକରଣ ବିଭାଗ ର କୃଷି କ୍ଷେତ୍ର ଦିବସ ପାଳନ କରାଯାଇଛି। ଏହି କାର୍ଯ୍ୟକ୍ରମରେ…

ପ୍ରାଥମିକ ଆଚାର୍ଯ୍ୟ ପ୍ରଶିକ୍ଷଣ ଉଦଯାପିତ

ପଦ୍ମପୁର:ତା:୧୦/୦୫/୨୫ ସ୍ଥାନୀୟ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ରେ ୧୦ ଦିନ ଧରି ଚାଳିଥିବା ପ୍ରାଥମିକ ଆଚାର୍ଯ୍ୟ ପ୍ରଶିକ୍ଷଣ ୨୦୨୫ ଆଜି ଉଦଯାପିତ ହୋଇଯାଇଛି । ସମାରୋହ କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ବିଶିଷ୍ଟ ନାଟ୍ୟକାର ଡଃ କେଶ ରଞ୍ଜନ ପ୍ରଧାନ ଯୋଗଦେଇ ଶିକ୍ଷା ହିଁ ଜୀବନର…

ନୃସିଂହ ଚତୁର୍ଦ୍ଦଶୀ ବୈଶାଖ ମେଳା ତଥା ହରିଶଙ୍କର ମହୋତ୍ସବ ର ଦ୍ଵିତୀୟ ସନ୍ଧ୍ୟା

ଜୈବ ବିବିଧତା ରେ ପୂର୍ଣ୍ଣ ଗନ୍ଧମାର୍ଦ୍ଦନ ପାହାଡ ର ଜୀବନ ରକ୍ଷା କାରୀ ଗୁଲ୍ମ ଲତା ରୁ ଔଷଧ ପ୍ରସ୍ତୁତ କରାଯାଇ ପାରିବ -ଉପ ମୁଖ୍ୟମନ୍ତ୍ରୀ ଖପ୍ରାଖୋଲ ୯/୫(ହେମସାଗର ସାହୁ) ବଲାଙ୍ଗୀର ଜିଲ୍ଲା ଖପ୍ରାଖୋଲ ବ୍ଲକ୍ ର ପ୍ରମୁଖ ପୁଣ୍ୟ କ୍ଷେତ୍ର ତଥା ପର୍ଯ୍ୟଟନ ସ୍ଥଳୀ ହରିଶଙ୍କର ରେ ଚାଲିଥିବା…

ରାଜ୍ୟରେ ଖୁବ ଶୀଘ୍ର ଆରମ୍ଭ ହେବ ମହିଳା ଫାଷ୍ଟଟ୍ରାକ୍ କୋର୍ଟ : ଆଇନ ମନ୍ତ୍ରୀ

ଭୁବନେଶ୍ୱର, ୧୦/୦୫: ମହିଳାଙ୍କ ଉପରେ ନିର୍ଯାତନା, ଅପରାଧ ଏବଂ ଘରୋଇ ହିଂସା ଜନିତ ମାମଲାଗୁଡ଼ିକର ତଦନ୍ତ କରି ତ୍ୱରିତ ନ୍ୟାୟ ପ୍ରଦାନ କରିବା ଲକ୍ଷ୍ୟରେ ରାଜ୍ୟରେ ଖୁବ୍ ଶୀଘ୍ର ୫ଟି ମହିଳା ଫାଷ୍ଟଟ୍ରାକ୍ କୋର୍ଟ ଆରମ୍ଭ କରାଯିବ ବୋଲି ରାଜ୍ୟ ଆଇନ୍‌, ପୂର୍ତ ଏବଂ ଅବକାରୀ ବିଭାଗ ମନ୍ତ୍ରୀ ଶ୍ରୀ…

ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ମେଧାବୀ ଅଭିନନ୍ଦନ

ପଦ୍ମପୁର:-ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ସମସ୍ତ ଛାତ୍ରୀଛାତ୍ର ମାଟ୍ରିକ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଛନ୍ତି । ଏନେଇ ଶୁକ୍ରବାର ଶିଶୁ ମନ୍ଦିର ପରିସରରେ ସଂପୃକ୍ତ ବିଦ୍ୟାଳୟର ମେଧାବୀ ଛାତ୍ରୀଛାତ୍ର ଅଭିନନ୍ଦନ ଉତ୍ସବ ଅନୁଷ୍ଠିତ ହୋଇଛି । ମାଟ୍ରିକ ପରୀକ୍ଷାରେ ଏ-୧ ଗ୍ରେଡରେ ଉତ୍ତୀର୍ଣ୍ଣ…

ବଡ଼ ଆଳୁ ମଞ୍ଜି ଚୋରି ସନ୍ଦେହରେ ବୃଦ୍ଧଙ୍କୁ ଆକ୍ରମଣ ; ଜଣେ କୋର୍ଟଚାଲାଣ

ବେଲଗୁଣ୍ଠା, -(ଶିବରାମ ଚୌଧୁରୀ )-, ଗାଙ୍ଗପୁର ଥାନା ଅନ୍ତର୍ଗତ ଝାଡ଼ବନ୍ଧ ଗ୍ରାମରେ ସାମାନ୍ୟ ବଡ଼ ଆଳୁ ମଞ୍ଜିକୁ ନେଇ ଜଣେ ବୃଦ୍ଧଙ୍କୁ ଆକ୍ରମଣ ହୋଇଥିବା ନେଇ ଗାଙ୍ଗପୁର ଥାନାରେ ଅଭିଯୋଗ କରିଛନ୍ତି ଆକ୍ରମଣର ଶିକାର ହୋଇଥିବା ଝାଡ଼ବନ୍ଧ ଗ୍ରାମର ଦେବରାଜ ବେହେରା (61) I ଦେବରାଜଙ୍କ ଅଭିଯୋଗ…

ବୁଢ଼ି ମାଆ ଠାକୁରାଣୀଙ୍କ ମନ୍ଦିର ପ୍ରତିଷ୍ଠା ଏବଂ ଚବିଶି ପ୍ରହର ଅଖଣ୍ଡ ନାମ ଯଜ୍ଞ

ବେଲଗୁଣ୍ଠା, -(ଶିବରାମ ଚୌଧୁରୀ )-, ବେଲଗୁଣ୍ଠା ବ୍ଳକ୍ ମାଧବରୀଡା ଗ୍ରାମରେ ଶ୍ରୀ ଶ୍ରୀ ମାଆ ବୁଢୀମା ଠାକୁରାଣୀଙ୍କ ମନ୍ଦିର ପୁନରୁଦ୍ଧାର ଏବଂ ପ୍ରତିଷ୍ଠା ଉତ୍ସବ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି I ଏହି ଅବସରରେ ଗ୍ରାମରେ ଚବିଶି ପ୍ରହର ଅଖଣ୍ଡ ନାମ ଯଜ୍ଞ,ଅନ୍ନ ଯଜ୍ଞ ଏବଂ ଘୃତ ଯଜ୍ଞ ମଧ୍ୟ…

ବେଲଗୁଣ୍ଠା ମାଁ ବ୍ରାହ୍ମଣ ଦେବୀ ମହୋତ୍ସବର ବାଜିଲା ବିଗୁଲ୍: ବିଧାୟକଙ୍କ ଦ୍ୱାରା ଶୁଭ ଖୁଣ୍ଟି ସ୍ଥାପିତ ।

ବେଲଗୁଣ୍ଠା:(ଶିବରାମ ଚୌଧୁରୀ )-ବେଲଗୁଣ୍ଠାରେ ଚାଲିଥିବା ମାଁ ବ୍ରାହ୍ମଣ ଦେବୀ ଯାତ୍ରା ଉପଲକ୍ଷେ ହେବାକୁ ଥିବା ମହୋତ୍ସବ ପାଇଁ ଶୁଭ ଖୁଣ୍ଟି ସ୍ଥାନୀୟ ବିଧାୟକ ନୀଳମଣି ବିଷୋୟୀଙ୍କ କରକମଳରେ ସ୍ଥାପିତ ହେବା ସହିତ ମହୋତ୍ସବ କାର୍ଯ୍ୟାଳୟ ଉଦଘାଟିତ ହୋଇଯାଇଛି ।ଆଜି ବେଲଗୁଣ୍ଠା ବଡ଼ଦାଣ୍ଡଠାରୁ…