ସମ୍ଭାବ୍ୟ ବନ୍ୟାର ସଫଳ ମୁକାବିଳା ପାଇଁ ଜିଲ୍ଲା ସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ସୁବର୍ଣ୍ଣପୁର, ଶାସକ ପ୍ରଶାସକ (ପ୍ରକାଶ କୁମାର ହାତୀ): ଜିଲ୍ଲାରେ ସମ୍ଭାବ୍ୟ ବନ୍ୟା ପରିସ୍ଥିତିର ସଫଳ ମୁକାବିଳା ପାଇଁ ଜିଲ୍ଲାପାଳ ସୁବର୍ଣ୍ଣପୁର ଶ୍ରୀମତୀ ଅନ୍ୟା ଦାସଙ୍କ ଅଧ୍ୟକ୍ଷତାରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷଠାରେ…

ତେଲେନପାଲି ରେ ଧାନ ବିକ୍ରୟ କେନ୍ଦ୍ର ର ଭିତ୍ତିଭୂମି ବିକାଶ ପାଇଁ ଭିତ୍ତି ପ୍ରସ୍ତର ସ୍ଥାପନ କଲେ ଉପମୁଖ୍ୟ ମନ୍ତ୍ରୀ

ଖପ୍ରାଖୋଲ ୯/୫(ହେମସାଗର ସାହୁ) ବଲାଙ୍ଗୀର ଜିଲ୍ଲା ଖପ୍ରାଖୋଲ ବ୍ଲକ୍ ତେଲେନପାଲି ଗାଁ ରେ କୃଷି ଓ କୃଷକ ସଶକ୍ତ କରଣ ବିଭାଗ ତରଫରୁ ପ୍ରାଥମିକ କୃଷି ସମବାୟ ସମିତି ପାଇଁ ଧାନ ବିକ୍ରୟ କେନ୍ଦ୍ର ର ଭିତ୍ତିଭୂମି ବିକାଶ ର ଶିଳାନ୍ୟାସ କାର୍ଯ୍ୟକ୍ରମ ଶୁକ୍ରବାର ଅନୁଷ୍ଠିତ ହୋଇଥିଲା। ଶିଳାନ୍ୟାସ…

ହରିଶଙ୍କର ବୈଶାଖ ମେଲା ରେ ଯୁବ କୁଲୁତା ସମାଜ ତରଫରୁ ଅନ୍ନ ଛତ୍ର

ଖପ୍ରାଖୋଲ ୯|୫(ହେମସାଗର ସାହୁ): ପଶ୍ଚିମ ଓଡିଶା ର ବିଖ୍ୟାତ ଶୈବ ପୀଠ ରେ ବୈଶାଖ ମେଳା ଧୁମ ଧାମ ସହ ଚାଲୁଥିବା ବେଳେ ହଜାର ହଜାର ପର୍ୟ୍ୟଟକ ରାଜ୍ୟ ର ବିଭିନ୍ନ ପ୍ରାନ୍ତ ଓ ପଡୋଶୀ ଛତିଶଗଡ ରାଜ୍ୟ ରୁ ଆସୁଥିବା ବେଳେ ପର୍ୟ୍ୟଟକ ଙ୍କ ସୁବିଧା ପାଇଁ ବିଭିନ୍ନ ଅନୁଷ୍ଠାନ ତରଫରୁ ଜଲଛତ୍ର ସୁବିଧା…

ମାଟ୍ରିକ୍ ଟପ୍ପରଙ୍କୁ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ

 ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଶୁକ୍ରବାର ଦିନ ସ୍ଥାନୀୟ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ଠାରେ ନିକଟସ୍ଥ ପାତାପାଟନମ୍ ସ୍ଥିତ ଶ୍ରୀ ରାମାରାଜୁ ଚେରିଟେବୁଲ୍ ଟ୍ରଷ୍ଟ୍ ତରଫରୁ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ବିଦ୍ୟାଳୟର ଚଳିତ ବର୍ଷର ଗଜପତି…

ଚିଙ୍ଗେରକଟା ଗ୍ରାମରେ ଷୋହଲ ପ୍ରହରୀ ନାମ ଯଜ୍ଞ ଅନୁଷ୍ଠିତ

ସୁବର୍ଣ୍ଣପୁର,ଶାସକ ପ୍ରଶାସକ (ପ୍ରକାଶ କୁମାର ହାତୀ ) ସୋନପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ଚିଙ୍ଗେରକଟା ଗ୍ରାମ ଠାରେ ୦୯.୫.୨୦୨୪ଠାରୁ ତା୧୧.୦୫.୨୦୨୪ରିଖ ପର୍ଯ୍ୟନ୍ତ ଚବିଶ ପ୍ରହରୀ ଅଖଣ୍ଡ ନାମଯଜ୍ଞାତ୍ସବ ମହାସମାରୋହରେ ଅନୁଷ୍ଠିତ ହେବ। ଶୁକ୍ରବାର ପୂର୍ବାହ୍ନ ଶୁଭ ଲଗ୍ନରେ…

ପ୍ରଦେଶ କଂଗ୍ରେସ ପକ୍ଷରୁ ତ୍ରୀରଙ୍ଗା ଯାତ୍ରା ଅନୁଷ୍ଠିତ

ଭୁବନେଶ୍ଵର ତା.୯.୫- ଆଜି ଅତ୍କଳ ଭାରତ କଂଗ୍ରେସ କମିଟିର ଆହ୍ଵାନକ୍ରମେ ପ୍ରଦେଶ କଂଗ୍ରେସ ପକ୍ଷରୁ ପିସିସି ସଭାପତି ଶ୍ରୀ ଭକ୍ତ ଚରଣ ଦାସଙ୍କ ନେତୃତ୍ୱରେ ପାକିସ୍ଥାନର ଆତଙ୍କବାଦକୁ ଦମନ କରିବା ପାଇଁ ବୀରତ୍ବ, ଅସୀମ ସାହସ, ଅମାପଶକ୍ତିର ପରାକାଷ୍ଠା ପ୍ରଦର୍ଶନ କରିଥିବା ଭାରତୀୟ ଯବାନ ମାନଙ୍କର…

ଶକ୍ତି ବିଭାଗର ଷ୍ଟାଣ୍ଡିଂ କମିଟି ପକ୍ଷରୁ ଟିପିସିଓଡିଏଲର ବିଦ୍ୟୁତ ବଂଟନ ପ୍ରଯୁକ୍ତି କେନ୍ଦ୍ର ପରିଦର୍ଶନ

ଭୁବନେଶ୍ୱର: ଓଡ଼ିଶା ବିଧାନସଭାର ବିଭାଗୀୟ ସମ୍ପର୍କିତ ଷ୍ଟାଣ୍ଡିଂ କମିଟି-X (ଶକ୍ତି)ର ଏକ ପ୍ରତିନିଧି ଦଳ ଭୁବନେଶ୍ୱରର ପାୱାର ହାଉସ ଛକ ନିକଟରେ ଥିବା ଟିପି ସେଂଟ୍ରାଲ୍ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ୍ ଲିମିଟେଡ (ଟିପିସିଓଡିଏଲ୍)ର ବିଦ୍ୟୁତ୍ ବଂଟନ ପ୍ରଯୁକ୍ତି କେନ୍ଦ୍ର ପରିଦର୍ଶନ କରିଛନ୍ତି ।…

ରାଷ୍ଟ୍ରୀୟ କୃଷି ସମ୍ମିଳନୀରେ ଯୋଗଦେଲେ ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ

ଓଡ଼ିଶାର ବିଭିନ୍ନ ଦାବି ବିଷୟରେ କେନ୍ଦ୍ର ସରକାରଙ୍କୁ ଜଣାଇଲେ ଭୁବନେଶ୍ୱର- ୦୮/୦୫/୨୦୨୫: ନୂଆଦିଲ୍ଲୀରେ ଅବସ୍ଥିତ ରାଷ୍ଟ୍ରୀୟ କୃଷି ବିଜ୍ଞାନ କେନ୍ଦ୍ରରେ ଅନୁଷ୍ଠିତ ରାଷ୍ଟ୍ରୀୟ କୃଷି ସମ୍ମିଳନୀର ଖରିଫ ଅଭିଯାନ ୨୦୨୫ ରେ ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ…

ଓଡ଼ିଶା ଲିଡରସିପ୍ ସମିଟ୍ ରେ ଜିନ୍ଦଲ ଫାଉଣ୍ଡେସନ ପୁରସ୍କୃତ

ଭୁବନେଶ୍ୱର, ଓଡ଼ିଶା ୦୮/୦୫/୨୦୨୫ - ବିଶ୍ୱ ସିଏସଆର ଦିବସ ଦ୍ୱାରା ଆୟୋଜିତ ଓଡ଼ିଶା ଲିଡରସିପ୍ ସମିଟ୍ ରେ ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାରର ସିଏସଆର ସଂସ୍ଥା ଜିନ୍ଦଲ ଫାଉଣ୍ଡେସନକୁ "ଅର୍ଗାନାଇଜେସନ୍ ୱିଥ୍ ଓଭରାଲ୍ ସଷ୍ଟେନେବଲ୍ ପ୍ରାକ୍ଟିସ୍" ପୁରସ୍କାର ପ୍ରଦାନ କରାଯାଇଛି। ଭୁବନେଶ୍ୱରରେ ଆଜି…

ଶ୍ରୀ ଶ୍ରୀ ନୃସିଂହନାଥ ମନ୍ଦିର ମହାପ୍ରଭୁ ନୃସିଂହ ଠାକୁର ଙ୍କ ଜନ୍ମ ମହୋତ୍ସବ ବା ବୈଶାଖ ମେଳା ର ସମୀକ୍ଷା କଲେ…

ପଦ୍ମପୁର :- ପ୍ରସିଦ୍ଧ ତୀର୍ଥକ୍ଷେତ୍ର ଶ୍ରୀ ଶ୍ରୀ ନୃସିଂହନାଥ ମନ୍ଦିର ମହାପ୍ରଭୁ ନୃସିଂହ ଠାକୁର ଙ୍କ ଜନ୍ମ ମହୋତ୍ସବ ବା ବୈଶାଖ ମେଳା ଗତ କାଲି କଳସ ଶୋଭାଯାତ୍ରା ଆରମ୍ଭ ହେବାପରେ ଆଜି ବରଗଡ଼ ଜିଲ୍ଲାପାଳ ଶ୍ରୀ ଆଦିତ୍ୟ ଗୋଏଲ ସମୀକ୍ଷା କରିଛନ୍ତି ।ଜିଲ୍ଲାପାଳ ଶ୍ରୀଆଦିତ୍ୟ ଗୋଏଲ ଙ୍କ ସହ…