ନୃସିଂହନାଥ ମନ୍ଦିର ଠାରେ ଗୁପ୍ତ ଗଙ୍ଗା ଆଳତି ।

ପଦ୍ମପୁର :- ପଶ୍ଚିମ ଓଡିଶାର ପ୍ରସିଦ୍ଧ ତୀର୍ଥ କ୍ଷେତ୍ର ତଥା ପଡ଼ୋଶୀ ଛତିଶଗଡ଼ ଓ ଝାରଖଣ୍ଡ ଲୋକଙ୍କ ପାଇଁ ଗଙ୍ଗା କ୍ଷେତ୍ର ସଦୃଶ୍ୟ ଆସ୍ଥା ବହନ କରି ଥାଏ ବହି ଯାଉଥିବା ପାପନାଶିନୀ ଝରଣା ଗାନ୍ଧମାର୍ଦ୍ଧନର ପ୍ରକୃତିକ ପାଦ ଦେଶରେ ଅବସ୍ଥିତ। ଏହି ପବିତ୍ର ପୀଠରେ ମାର୍ଜାରକେଶରୀ ରୂପରେ ପୂଜା…

ହୀରାକୁଦ କେନାଲ ପାଣି ୨୦ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରିବା ପାଇଁ ଜିଲ୍ଲାପାଳ ଙ୍କୁ ଦାବି ଜଣାଇଲେ କୃଷକ ସଂଗଠନ।

ସୁବର୍ଣ୍ଣପୁର, ଶାସକ ପ୍ରଶାସକ (ପ୍ରକାଶ କୁମାର ହାତୀ )ଆଜି ନବନିର୍ମାଣ କୃଷକ ସଂଗଠନ ସୁବର୍ଣ୍ଣପୁର ଜରିଆରେ ଡୁଙ୍ଗୁରିପାଲି ବ୍ଲକ୍ ଚାଷୀ ମାନଙ୍କର ଏକ ପ୍ରତନିଧି ଦଳ ସୁବର୍ଣ୍ଣପୁର ଜିଲ୍ଲାପାଳ ଙ୍କୁ ଭେଟିଛନ୍ତି । ସେମାନେ ଜଣାଇଛନ୍ତି ଯେ ୧୦ ମଇ ରେ ହୀରାକୁଦ କେନାଲ ପାଣି ବନ୍ଦ ହେଇ ଗଲେ…

ଜଙ୍ଗଲ ନିଆଁ ଦାଉରୁ ରକ୍ଷା ପାଇଁ ସଚେତନତା ସଭା ଅନୁଷ୍ଠିତ

ଭବାନୀପାଟଣା:ରୋହିତ କୁମାର ନାଏକ(ଶାସକ ପ୍ରଶାସକ): ଆଜି.ପୂର୍ବାହ୍ନ ୧୧.୦୦ ଘଟିକା ସମୟର କେସିଙ୍ଗା ବନାଞ୍ଚଳ ଅନ୍ତର୍ଗତ କେସିଙ୍ଗା ସେକ୍ସନ ବଗାଡ ବନ ସୁରକ୍ଷା ସମିତି ରେ କେସିଙ୍ଗା ସେକ୍ସନ ବନପାଳ ଶ୍ରୀଯୁକ୍ତ ଯଶୋବନ୍ତ ନାଏକ ଙ୍କ ଆହ୍ବାନ କ୍ରମେ ଜଙ୍ଗଲ କୁ ନିଆଁ ଦାଉରୁ ସୁରକ୍ଷା ନିମନ୍ତେ…

A1 ଗ୍ରେଡ୍ ପାଇଥିବା ଛାତ୍ରଛାତ୍ରୀଙ୍କୁ ଜିଲ୍ଲା ପ୍ରଶାସନ ତରଫରୁ ସମ୍ବର୍ଦ୍ଧନା

ଭବାନୀପାଟଣା:ରୋହିତ କୁମାର ନାଏକ(ଶାସକ ପ୍ରଶାସକ): କଳାହାଣ୍ଡି ଜିଲ୍ଲାରେ ଚଳିତ ଶିକ୍ଷାବର୍ଷରେ ମାଟ୍ରିକ୍ ପରୀକ୍ଷାରେ A1 ଗ୍ରେଡ୍ ପାଇଥିବା ଛାତ୍ରଛାତ୍ରୀଙ୍କ ସମ୍ବର୍ଦ୍ଧନା ଉତ୍ସବ ମହାସମାରୋହରେ ଜିଲ୍ଲା ପରିଷଦ ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ସଚିନ ପାୱାର୍ ପ୍ରକାଶଙ୍କ…

ରେଡକ୍ରସ୍ ଜିଲ୍ଲା ଶାଖା ତରଫରୁ ରେଡକ୍ରସ୍ ଦିବସ ପାଳିତ

ଭବାନୀପାଟଣା:ରୋହିତ କୁମାର ନାଏକ(ଶାସକ ପ୍ରଶାସକ): ଜିଲ୍ଲାପାଳ କଳାହାଣ୍ଡି ଙ୍କ କାର୍ଯ୍ୟାଳୟ ପରିସରରେ ବିଶ୍ବ ରେଡକ୍ରସ୍ ଦିବସ ପାଳିତ ହୋଇଯାଇଛି। ଅତିରିକ୍ତ ଜିଲ୍ଲାପାଳ ତନ୍ମୟ କୁମାର ଦରଓ୍ବାନ ରେଡକ୍ରସ୍ ପତାକା ଉତ୍ତୋଳନ କରିବା ସହ ରେଡକ୍ରସ୍ ର ଶପଥ ପାଠ କରାଇଥିଲେ। ଜିଲ୍ଲାପାଳଙ୍କ…

ଜିଲ୍ଲା ସ୍ତରୀୟ ବିଶ୍ୱ ରେଡ଼କ୍ରସ ଦିବସ ପାଳିତ

ସୁବର୍ଣ୍ଣପୁର,ଶାସକ ପ୍ରଶାସକ (ପ୍ରକାଶ କୁମାର ହାତୀ):ରେଡକ୍ରସ ପ୍ରତିଷ୍ଠାତା ଜନ ହେନେରୀ ଡୁନାଣ୍ଟଙ୍କ ଜନ୍ମ ବାର୍ଷିକୀ ଅବସରରେ ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ଜରୁରୀ ଶାଖା ପକ୍ଷରୁ ବିଶ୍ୱ ରେଡ଼କ୍ରସ ଦିବସ ପାଳନ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ…

ମହିଳା ସ୍ବାସ୍ଥ୍ୟ କର୍ମୀଙ୍କୁ ଅସଦାଚରଣ ଅଭିଯୋଗ : କାର୍ଯ୍ଯରୁ ନିଲମ୍ୱିତ

ସୋହେଲା :-ବରଗଡ ଜିଲ୍ଲା ସୋହେଲା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ନୂତନ ମହିଳା ସ୍ବାସ୍ଥ୍ୟ କର୍ମୀ ଭାବେ ଯୋଗ ଦେଇ ଥିବା ଏଗାର ଜଣ ଏଏନଏମ ଙ୍କ ଦରମା ସମ୍ବନ୍ଧୀୟ କାଗଜାତ ଅପଡେଟ କରିବା ପାଇଁ ମୋଟା ଅଙ୍କର ଲାଞ୍ଚ ମାଗିବା ଏବଂ ମହିଳା କର୍ମଚାରୀଙ୍କୁ ଅସଦାଚରଣ ଅଭିଯୋଗରେ ସୋହେଲା ଗୋଷ୍ଠୀ…

ପାରଳାଖେମୁଣ୍ଡି ରଥଯାତ୍ରା ପାଇଁ ପ୍ରାକ୍-ପ୍ରସ୍ତୁତି ବୈଠକ

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପରିଷଦ ସମ୍ମିଳନୀ କକ୍ଷ ଠାରେ ଆସନ୍ତା ରଥଯାତ୍ରା ପାଳନ ଉପଲକ୍ଷେ ପ୍ରାକ୍-ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ କୁମାର ଦାଶଙ୍କ…

ଜିଲ୍ଲା ସ୍ତରୀୟ ବିଶ୍ୱ ରେଡକ୍ରସ ଦିବସ ପାଳିତ

 ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦର ମହକୁମା ଗ୍ରାମୀଣ ଆତ୍ମନିଯୁକ୍ତି ପ୍ରଶିକ୍ଷଣ ଅନୁଷ୍ଠାନ ପାରଳାଖେମୁଣ୍ଡି ଠାରେ ଜିଲ୍ଲାସ୍ତରୀୟ ବିଶ୍ୱ ରେଡ଼କ୍ରସ ଦିବସ ପାଳିତ ହୋଇଯାଇଛି l ଉକ୍ତ ଦିବସରେ ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ କୁମାର ଦାଶଙ୍କ ଅଧ୍ୟକ୍ଷତାରେ…

ଲବଣ ସତ୍ୟାଗ୍ରହ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ପୁରୀ ୮/୫ ଅସ୍ତରଙ୍ଗ ବ୍ଲକ କୁହୁଡି ଠାରେ ପ୍ରତି ବର୍ଷ ମେ ୨୧ କୁ ଲବଣ ସତ୍ୟାଗ୍ରହ ସ୍ମୃତି ଦିବସ ଭାବେ ପାଳନ କରାଯାଏ।ଏହି ଉତ୍ସବ କୁ ଜିଲ୍ଲା ପ୍ରଶାସନ, ସୂଚନା ଓ ଲୋକ ସମ୍ପର୍କ ବିଭାଗ, ଉତ୍କଳ ସଂଗ୍ରାମୀ ସ୍ମୃତି ସମିତି ପକ୍ଷରୁ ଆୟୋଜନ କରାଯାଇଥାଏ।ଚଳିତ ବର୍ଷ ଏହି ଉତ୍ସବ କୁ ଶୃଙ୍ଖଳିତ ଓ…