Sign in
Sign in
Recover your password.
A password will be e-mailed to you.
ରଥଯାତ୍ରାର ପ୍ରଥମ ସମନ୍ବୟ ବୈଠକ ଅନୁଷ୍ଠିତ।
ପୁରୀ (ଅନିମେଶପଟ୍ଟନାୟକ): ଚଳିତବର୍ଷ ର ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ଜୁନ ୨୭ ତାରିଖରେ ଓ ବାହୁଡା଼ ଯାତ୍ରା ଜୁଲାଇ ୫ ତାରିଖରେ ଅନୁଷ୍ଠିତ ହେବ।ସୁନାବେଶ ଜୁଲାଇ ୬ ଓ ନୀଳାଦ୍ରି ବିଜେ ଜୁଲାଇ ୮ ତାରିଖରେ ଅନୁଷ୍ଠିତ ହେବ। ଦେବସ୍ନାନ ପୂର୍ଣ୍ଣିମା ଜୁନ ୧୧ ତାରିଖରେ ଅନୁଷ୍ଠିତ ହେବ।ତେଣୁ…
ସାହିତ୍ୟ ଆସର ଅନୁଷ୍ଠିତ।
ବାସୁଦେବପୁର - ବାସୁଦେବପୁର ପୌର ପରିଷଦ ଅନ୍ତର୍ଗତ ସ୍ଥାନୀୟ ପାରା ସରକାରୀ ବିଦ୍ୟାଳୟ ପରିସର ରେ ଆମ ଗାଁ ଆମ ସାହିତ୍ୟ ପରିଷଦ ଆନୁକୁଲ୍ୟା ରେ ଏକ ସାହିତ୍ୟ ଆସର୍ ଅନୁଷ୍ଠିତ ହୋଇ ଯାଇଛି। ଅନୁଷ୍ଠାନ ର ସହ ସମ୍ପାଦକ ରାମ ଚନ୍ଦ୍ର ନାୟକ ଙ୍କ ସଂଯୋଜନା ରେ କାର୍ଯ୍ୟ କ୍ରମ ଅନୁଷ୍ଠିତ ହୋଇ ଥିବା…
ସମାଜସେବୀ ଗଣପତି ନାୟକଙ୍କ ଦ୍ୱାଦଶାହ ଶ୍ରଦ୍ଧାଞ୍ଜଳି ସଭା; ଯୋଗ ଦେଲେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି
ବେଲଗୁଣ୍ଠା,-(ଶିବରାମ ଚୌଧୁରୀ )-, ବେଲଗୁଣ୍ଠା ବ୍ଳକ୍ ନୂଆଁପଡ଼ା ଗ୍ରାମର ବିଶିଷ୍ଟ ସମାଜସେବୀ ସ୍ଵର୍ଗତ ଗଣପତି ନାୟକଙ୍କ ଦ୍ୱାଦଶାହ ତିଥିରେ ଏକ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇଯାଇଛି I ଗୋବରା ବିଶ୍ୱ ଭାରତୀ ଆବାସିକ ବିଦ୍ୟାଳୟରେ ଅନୁଷ୍ଠିତ ଶ୍ରଦ୍ଧାଞ୍ଜଳି ସଭାରେ ବହୁ ମାନ୍ୟଗଣ୍ୟ…
ଜିଲ୍ଲାସ୍ତରୀୟ କବି ଜୟଦେବ ଜୟନ୍ତୀ ପାଳିତ ।
ଭବାନୀପାଟଣା : ରୋହିତ କୁମାର ନାଏକ (ଶାସକ ପ୍ରଶାସକ) ଜିଲ୍ଲାସ୍ତରୀୟ କବି ଶ୍ରୀ ଜୟଦେବ ଙ୍କ ଜୟନ୍ତୀ ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ତଥା ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସଂସ୍କୃତି ପରିଷଦ, କଳାହାଣ୍ଡି ଙ୍କ ତରଫରୁ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ସ୍ଥିତ ସଦଭାବନା ସଭାଗୃହ ରେ…
କଳାହାଣ୍ଡି ଜିଲ୍ଲା ସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳନ ଏବଂ ଶ୍ରମିକ ମାନଙ୍କୁ ସହାୟତା ବଣ୍ଟନ ସମାରୋହ ।
ଭବାନୀପାଟଣା:ରୋହିତ କୁମାର ନାଏକ (ଶାସକ ପ୍ରଶାସକ)ଆଜି କଳାହାଣ୍ଡି ଜିଲ୍ଲା ସ୍ତରୀୟ ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ଶ୍ରମ କାର୍ଯ୍ୟାଳୟର ମିଳିତ ସହଭାଗିତାରେ ମଇ ଦିବସ/ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳନ ଟାଉନ ହଲ, ଭବାନୀପାଟଣା ପରିସରରେ ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ)…
ଜିଲ୍ଲାସ୍ତରୀୟ ଆନ୍ତର୍ଜାତୀୟ ଶ୍ରମିକ ଦିବସ ୨୦୨୫ ପାଳିତ
ଜଗତସିଂହପୁର, ତା ୦୧/୦୫/୨୫/ସୁମନ୍ତ କୁମାର ଦାସ: ଆଜି ଜଗତସିଂହପୁର ଜିଲ୍ଲାର ସଂସ୍କୃତି ଭବନ ଠାରେ ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ଶ୍ରମ ବିଭାଗ ତରଫରୁ ଆନ୍ତର୍ଜାତୀୟ ଶ୍ରମିକ ଦିବସ ସମାରୋହ ଅନୁଷ୍ଠିତ ହୋଇଛି । ଏହି ସମାରୋହରେ ଶ୍ରୀଯୁକ୍ତ ବିଭୁ ପ୍ରସାଦ ତରାଇ, ମାନ୍ୟବର ସାଂସଦ ଜଗତସିଂହପୁର,…
ସବା ତଳ ପାହାଚରେ ଥିବା ଲୋକଙ୍କ ପାଇଁ ଆମ ସରକାର ସମର୍ପିତ
ଆନ୍ତର୍ଜାତିକ ଶ୍ରମିକ ଦିବସ ୨୦୨୫ ପାଳନ
ନୂଆ ସରକାର ଆସିବା ପରଠାରୁ 4 ଲକ୍ଷରୁ ଅଧିକ ନିର୍ମାଣ ଶ୍ରମିକ ପଞ୍ଜିକୃତ,370 କୋଟି ଟଙ୍କା ସହାୟତା ପ୍ରଦାନ
ଆଜି 3 ହଜାର ନୂଆ ନିର୍ମାଣ ଶ୍ରମିକ ପଞ୍ଜିକୃତ ହେଲେ, 40 କୋଟି ଟଙ୍କାରୁ ଊର୍ଦ୍ଧ୍ୱ ସହାୟତା ପାଇଲେ
ସର୍ବନିମ୍ନ ମଜୁରୀ…
ବିଭିନ୍ନ ପ୍ରକଳ୍ପର ଶୁଭ ଉଦଘାଟନ କଲେ ମନ୍ତ୍ରୀ ।
ଗୁଣପୁର ରୁ ସନ୍ତୋଷ କୁମାର ସୁବୁଦ୍ଧି: ପବିତ୍ର ଅକ୍ଷୟ ତୃତୀୟା ଚଳ ଚଞ୍ଚଳ ଶବର ପୀଠ,ମତାତ୍ ବନ୍ନମ୍ ବା ଅକ୍ଷର ବ୍ରହ୍ମ ପୀଠ।। ମାତାରବନ୍ନମ ବିଜ୍ଞାନ ପ୍ରଚାର ସମିତି ଗୃହ ଉଦଘାଟନ କଲେ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ରାୟଗଡ / ଗୁଣପୁର /ପଦ୍ମପୁର ତା:୩୦.୪.୨୫ରିଖ ଦିନ ରାୟଗଡ଼ ଜିଲ୍ଲାର…
ଗାୟତ୍ରୀ ମହାବିଦ୍ୟାଳୟରେ ବାର୍ଷିକ ଉତ୍ସବ “ଆର୍ -ଏକ୍ସ ଫେଷ୍ଟ ୨୦୨୫ ” ପାଳିତ
ଗୁଣପୁର ରୁ ସନ୍ତୋଷ କୁମାର ସୁବୁଦ୍ଧି: ଗୁଣପୁର ସ୍ଥିତ ଗାୟତ୍ରୀ ମହାବିଦ୍ୟାଳୟରେ ବାର୍ଷିକ ଉତ୍ସବ "ଆର୍ -ଏକ୍ସ ଫେଷ୍ଟ ୨୦୨୫ " ପାଳିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବରେ ଆଇ ଆର ବି ଏନ୍ କମାଣ୍ଡାଣ୍ଟ ଶ୍ରୀଯୁକ୍ତ ବ୍ରଜ ମୋହନ ନାୟକ ଓ ଅନୁଷ୍ଠାନର ନିର୍ଦ୍ଦେଶକ ଶ୍ରୀଯୁକ୍ତ ସଞ୍ଜୟ ସାହୁ ମହୋଦୟ…
ଡୁଙ୍ଗୁରିପାଲି ମହାବିଦ୍ୟାଳୟ ରେ ଶିକ୍ଷା ବିଭାଗ ତରଫରୁ ବିଦାୟ କାଲିନ ସଂବର୍ଦ୍ଧନା ସଭା ଅନୁଷ୍ଠିତ.
ସୁବର୍ଣ୍ଣପୁର, ଶାସକ ପ୍ରଶାସକ (ପ୍ରକାଶ କୁମାର ହାତୀ): ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ମହାବିଦ୍ୟାଳୟ ରେ ଶିକ୍ଷା ବିଭାଗ ତରଫରୁ +3 ଶେଷ ବର୍ଷ ଶିକ୍ଷାର୍ଥୀ ମାନଙ୍କୁ ବିଦାୟ କାଲିନ ସଂବର୍ଦ୍ଧନା ପ୍ରଦାନ କରାଯାଇଛି । ଶିକ୍ଷା ବିଭାଗ ର ବିଭାଗୀୟ ମୁଖ୍ୟ ଶ୍ରୀଯୁକ୍ତ ଶୈଳେଶ ସତପଥି ଙ୍କ…