Sign in
Sign in
Recover your password.
A password will be e-mailed to you.
ଜାରିଂ ହାଇସ୍କୁଲ ହିନ୍ଦୀ ଶିକ୍ଷକ ଙ୍କ ଅବସର ଗ୍ରହଣ
ବିଜେପୁର :-ବରଗଡ଼ ଜିଲ୍ଲା ବିଜେପୁର ବ୍ଲକ ଅନ୍ତର୍ଗତ ଜାରିଂ ଉଚ୍ଚ ବିଦ୍ୟାଳୟ ର ହିନ୍ଦୀ ଶିକ୍ଷକ କାଶିରାମ ପ୍ରଧାନ ସରକାରୀ ଚାକିରିରୁ ଅବସର ଗ୍ରହଣ କରିଛନ୍ତି। ଏହି ଅବସରରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ନିତ୍ୟାନନ୍ଦ ଗଡତିଆ ଙ୍କ ଅଧ୍ୟକ୍ଷତା ଓ ପୂର୍ବତନ ଶିକ୍ଷକ ଗୋପବନ୍ଧୁ ପୁରୋହିତ ଙ୍କ…
ଶ୍ରୀ ରଘୁନାଥ ଜିଉଙ୍କ ନୟନବର ଜମିରେ ମୁଠି ଅନୁକୂଳ
ଓଡ଼ଗାଁ,୩୦।୪(ଶ୍ରୀକାନ୍ତ କୁମାର ମିଶ୍ର): ନୟାଗଡ଼ ଜିଲ୍ଲା ଓଡ଼ଗାଁ ଶ୍ରୀ ରଘୁନାଥ ଜିଉଙ୍କ ନୟନବର ଜମିରେ ପବିତ୍ର ଅକ୍ଷୟ ତୃତୀୟା ଉପଲକ୍ଷେ ମୁଠି ଅନୁକୂଳ କାର୍ଯ୍ୟକ୍ରମ ପ୍ରତିବର୍ଷ ପରି ଚଳିତ ବର୍ଷ ଅନୁଷ୍ଠିତ ହୋଇଯାଇଛି। ରଘୁନାଥ କୃଷକ ସଙ୍ଘଙ୍କ ଉଦ୍ୟମରେ ପରିଚାଳିତ କାର୍ଯ୍ୟକ୍ରମରେ ୨ ଗୋଟି…
ଓଡ଼ଗାଁ ଶ୍ରୀରଘୁନାଥ ଜୀଉଙ୍କ ଚନ୍ଦନ ଯାତ୍ରା ଆରମ୍ଭ
ଓଡ଼ଗାଁ,୩୦।୪(ଶ୍ରୀକାନ୍ତ କୁମାର ମିଶ୍ର): ନୟାଗଡ଼ ଜିଲ୍ଲା ଓଡ଼ଗାଁ ଠାରେ ବିରାଜୀତ ପ୍ରଭୁ ଶ୍ରୀରଘୁନାଥ ଜୀଉଙ୍କ ଚନ୍ଦନଯାତ୍ରା ବୁଧବାର ଠାରୁ ଆରମ୍ଭ ହୋଇଛି । ଅପରାହ୍ନରେ ଶ୍ରୀରାମ ସାଗରରେ ପ୍ରଭୁଙ୍କ ବିଜେପ୍ରତିମା ଚାପ ଖେଳିଛନ୍ତି। ୨୧ଦିନ ଧରି ଏହା ଅନୁଷ୍ଠିତ ହେବ । ଆଜି ସକାଳର ଦୈନନ୍ଦିନ…
ବିଜେପି ଜିଲ୍ଲା ଉପସଭାପତିଙ୍କ ଇସ୍ତଫା
ଓଡ଼ଗାଁ,୩୦।୪(ଶ୍ରୀକାନ୍ତ କୁମାର ମିଶ୍ର): ନୟାଗଡ଼ ଜିଲ୍ଲା ଓଡ଼ଗାଁ ବ୍ଳକ ଭାରତୀୟ ଜନତା ପାର୍ଟି (ବିଜେପି) ତରଫରୁ ଗତ ପଞ୍ଚାୟତିରାଜ ନିର୍ବାଚନରେ ନୟାଗଡ଼ ଜିଲ୍ଲା ୧ ନମ୍ବର ଜୋନ ପାଇଁ ବିଜେପି ଦଳର ପ୍ରାର୍ଥୀଭାବେ ଲଢ଼ୁଥିବା ଧରିତ୍ରୀ ସେଠୀଙ୍କ ପାଇଁ ନିର୍ବାଚନ ପ୍ରଚାର କରିବା ସହିତ ବିଜେପି…
ଓଡ଼ଗାଁ ଏନ୍ଏସି ନିର୍ବାଚନ ପାଇଁ ଫିଟିଲା ବାଟ, ହଟିଲା ବିଚାର ବିଭାଗୀୟ ପ୍ରତିବନ୍ଧକ
ଓଡ଼ଗାଁ,୩୦।୪(ଶ୍ରୀକାନ୍ତ କୁମାର ମିଶ୍ର): ନୟାଗଡ଼ ଜିଲ୍ଲା ଓଡ଼ଗାଁ ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍ଏସି) ୨୦୧୭ ମସିହା ଅଗଷ୍ଟ ୧୬ ତାରିଖରୁ ସ୍ଥାପନ ହେଇଥିଲେ ସୁଧା ଓଡ଼ଗାଁ ଏନ୍ଏସିର ଓ୍ବାଡ ଏବଂ ସଂରକ୍ଷଣକୁ ନେଇ ମାନ୍ୟବର ହାଇକୋର୍ଟଙ୍କ ନିକଟରେ ମାମଲା ବିଚାରାଧୀନକୁ ନେଇ ଦୀର୍ଘ ୮ ବର୍ଷ ଧରି…
ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଜିଲ୍ଲାସ୍ତରୀୟ କୃଷକ ଦିବସ ପାଳିତ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ସ୍ଥିତ ବି.ଏନ୍ ପାଲେସ୍ ଠାରେ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ତଥା ଜିଲ୍ଲା ପ୍ରଶାସନ ପକ୍ଷରୁ ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଜିଲ୍ଲାସ୍ତରୀୟ କୃଷକ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ନିକଟସ୍ଥ ଚାଷ ଜମିରେ…
ନବରଙ୍ଗପୁର ଠାରେ ଜିଲ୍ଲା ସ୍ତରୀୟ ଅକ୍ଷୟ ତୃତୀୟା ତଥା କୃଷକ ଦିବସ ପାଳନ
ନବରଙ୍ଗପୁର ତା ୩୦.୪.୨୦୨୫:ଅଶୋକ ସାହୁ, ଶାସକ ପ୍ରଶାସକ,ନବରଙ୍ଗପୁର ସହର ନିକଟସ୍ଥ ନନ୍ଦାହାଣ୍ଡି ବ୍ଲକ ଅନ୍ତର୍ଗତ ମୀରଗାନ୍ଗୁଡା ଠାରେ ପବିତ୍ର ଅକ୍ଷୟ ତୃତୀୟା ଉପଲକ୍ଷେ ଭୂମି ପୂଜନ ଏବଂ ଅକ୍ଷିମୁଠି ଅନୁକୂଳ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ମୁଖ୍ୟ ଅତିଥି ଭାବେ ମାନ୍ୟବର…
ଏଣିକି ଛେଣ୍ଡ ମୁଖ୍ୟ ମାର୍ଗରେ ଖୋଲିଲା ପ୍ରଧାନମନ୍ତ୍ରୀ ଭାରତୀୟ ଜନ ଔଷଧି କେନ୍ଦ୍ର
ରାଉରକେଲା, (ବସନ୍ତ କୁମାର ଜେନା): ଏଣିକି ଛେଣ୍ଡ ମୁଖ୍ୟ ମାର୍ଗରେ ପ୍ରଧାନମନ୍ତ୍ରୀ ଭାରତୀୟ ଜନ ଔଷଧି କେନ୍ଦ୍ର ଖୋଲିଥିବାରୁ ସ୍ଥାନୀୟ ଅଞ୍ଚଳର ଖୁସିର ଲହର ଖେଳିଯାଇଛି। ରାଉରକେଲା ସହରର ସପ୍ତମ ତଥା ଛେଣ୍ଡ ଅଞ୍ଚଳରେ ଏହା ଦ୍ବିତୀୟ ଜନ ଔଷଧି କେନ୍ଦ୍ର। କେନ୍ଦ୍ର ର ମୁଖ୍ୟ ମାନୁଲିପା ବିଶ୍ବାଳ…
ଜି ଆଇ ଇ ଟି ବିଶ୍ଵବିଦ୍ୟାଳୟରେ ଅକ୍ଷୟ ତୃତୀୟା ପର୍ବ ପାଳିତ
ଗୁଣପୁର ରୁ ସନ୍ତୋଷ କୁମାର ସୁବୁଦ୍ଧି -ସ୍ଥାନୀୟ ଜି ଆଇ ଇ ଟି ବିଶ୍ଵ ବିଦ୍ୟାଳୟ ଅଧିନସ୍ଥ କୃଷି ମହାବିଦ୍ୟାଳୟ ର ପ୍ରଦର୍ଶନ କ୍ଷେତ୍ରରେ କୃଷି ଭିତ୍ତିକ ଅକ୍ଷୟ ତୃତୀୟା ପର୍ବ ପାଳନ କରାଯାଇଛି। କାର୍ଯକ୍ରମ ର ପ୍ରାରମ୍ଭ ରେ କୃଷି ମହାବିଦ୍ୟାଳୟ ର ଅଧ୍ୟକ୍ଷ ପ୍ରଫେସର ଡଃ ଭି. ଏସ. ଦେବଦାସ ଙ୍କ…
ଜିଲ୍ଲାସ୍ତରୀୟ ଅକ୍ଷୟ ତୃତୀୟା ପାଳିତ: ଜିଲ୍ଲାସ୍ତରୀୟ କୃଷକ ଦିବସରେ ଗଣଶିକ୍ଷା ମନ୍ତ୍ରୀଙ୍କ ଦ୍ୱାରା ଅକ୍ଷିମୁଠି…
ଖରିଫ୍ ଋତୁ ପାଇଁ ସିଏମ୍-କିଷାନ ରାଶି ପ୍ରଦାନ
ଗୁଣପୁର ରୁ ସନ୍ତୋଷ କୁମାର ସୁବୁଦ୍ଧି:ପବିତ୍ର ଅକ୍ଷୟ ତୃତୀୟା ଅବସରରେ ରାୟଗଡ଼ା ଜିଲ୍ଲାସ୍ତରୀୟ କୃଷକ ଦିବସ ପାଳନ ଉତ୍ସବ ଗୁଣପୁରସ୍ଥିତ କୃଷି କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଥିଲା । ଏଥିରେ ଓଡ଼ିଶା ସରକାରଙ୍କ ମାନ୍ୟବର ବିଦ୍ୟାଳୟ ଓ…