Sign in
Sign in
Recover your password.
A password will be e-mailed to you.
ଓଡ଼ିଆ ପକ୍ଷ ପାଳନ ଅବସରରେ ଜିଲ୍ଲାସ୍ତରୀୟ ବିଭିନ୍ନ କାର୍ଯ୍ୟକ୍ରମ ।
ଭବାନୀପାଟଣା :ରୋହିତ କୁମାର ନାଏକ(ଶାସକ ପ୍ରଶାସକ)ଓଡ଼ିଆ ପକ୍ଷ ପାଳନ ର ଶେଷ ଦିବସରେ ଆଜି ମହାବିଷୁବ ପଣା ସଂକ୍ରାନ୍ତି,ହନୁମାନ ଜୟନ୍ତୀ, ସମ୍ବିଧାନ ପ୍ରଣେତା ଭାରତ ରତ୍ନ ବାବା ସାହେବ ଡକ୍ଟର ଆମ୍ବେଦକର ଜୟନ୍ତୀ ପାଳନ ଶୁଭ ଅବସରରେ କଳାହାଣ୍ଡି ଜିଲ୍ଲାସ୍ତରୀୟ ଝୋଟି,ରଙ୍ଗଳି, ମୁରୁଜ ହୁଳହୁଳି,…
କଳାହାଣ୍ଡି ଜିଲ୍ଲା ସ୍ତରୀୟ ଭାରତ ରତ୍ନ ବାବା ସାହେବ ଡକ୍ଟର ଆମ୍ବେଦକରଙ୍କ ଜୟନ୍ତୀ ପାଳନ
ଭବାନୀପାଟଣା:ରୋହିତ କୁମାର ନାଏକ(ଶାସକ ପ୍ରଶାସକ)ଭାରତର ସମ୍ବିଧାନ ପ୍ରଣେତା ଭାରତ ରତ୍ନ ବାବା ସାହେବ ଡକ୍ଟର ଭୀମ ରାଓ ଆମ୍ବେଦକର ଙ୍କ 134 ତମ କଳାହାଣ୍ଡି ଜିଲ୍ଲା ସ୍ତରୀୟ ଜୟନ୍ତୀ ସମାରୋହ କଳାହାଣ୍ଡି ଜିଲ୍ଲାପାଳଙ୍କ ସମ୍ମିଳନୀ ଗୃହରେ ପାଳିତ ହୋଇଯାଇଛି।ଏହି ଅବସରରେ ପୂର୍ବାହ୍ନ 7.30 ମି…
ଆଦିବାସୀ କଲ୍ୟାଣ ସଂଘ ପକ୍ଷରୁ ସମ୍ବିଧାନ ପ୍ରଣେତା ଡ.ବାବା ସାହେବ ଭୀମରାଓ ଆମ୍ବେଦକରଙ୍କ ୧୩୪ ତମ ଜୟନ୍ତୀ ପାଲିତ।
ସୁବର୍ଣ୍ଣପୁର, ଶାସକ ପ୍ରଶାସକ (ପ୍ରକାଶ କୁମାର ହାତୀ ) ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ସ୍ଥିତ ଆଦିବାସୀ କଲ୍ୟାଣ ସଂଘ କାର୍ଯ୍ୟାଳୟ ଠାରେ ବ୍ଲକ ଆଦିବାସୀ କଲ୍ୟାଣ ସଂଘ ପକ୍ଷରୁ ସମ୍ବିଧାନ ପ୍ରଣେତା ଡ.ବାବା ସାହେବ ଭୀମରାଓ ଆମ୍ବେଦକରଙ୍କ ୧୩୪ ତମ ଜୟନ୍ତୀ ପାଲିତ ହୋଇ ଯାଇଛି। ଏହି…
ସମ୍ବିଧାନ ପ୍ରଣେତା ଡ଼ଃ ବି.ଆର.ଆମ୍ବେଦକରଙ୍କ ଜନ୍ମ ଜୟନ୍ତୀ ପାଳିତ
ରାୟଗଡ/୧୪/୦୪/୨୦୫- ଭାରତର ସମ୍ବିଧାନ ପ୍ରଣେତା ଭାରତରତ୍ନ ଡଃ. ବାଵାସାହେବ ଭୀମାରାଓ ଆମ୍ବେଦକରଙ୍କ ୧୩୫ ତମ ଜୟନ୍ତୀ ରାୟଗଡ ଜିଲ୍ଲା ପ୍ରଶାସନ ପକ୍ଷରୁ ପାଳିତ ହୋଇଯାଇଛି l ୩୨୬ ନମ୍ବର ଜାତୀୟ ରାଜପଥ ରାୟଗଡା ସହରର ବସଷ୍ଟାଣ୍ଡ ନିକଟସ୍ଥ ଆଇଟିଡିଏ କାର୍ଯ୍ୟାଳୟ ସମ୍ମୁଖ ଟ୍ରାଫିକ ଛକ ଓ ରାମା…
ଡ଼ାବୁଗାଁ ମଣ୍ଡଳ ବିଜେପି ତରଫରୁ ଡକ୍ଟର ବି ଆର ଆମ୍ବେଦକର ଙ୍କ ଜୟନ୍ତୀ ପାଳିତ
ଡାବୁଗାଁ -ଯଶବନ୍ତ ପରିଛା (ଶାସକ ପ୍ରଶାସକ ) ତା ୧୪/୪/୨୫ ନବରଙ୍ଗପୁର ଜିଲ୍ଲା ଡ଼ାବୁଗାଁ ମଣ୍ଡଳ ବିଜେପି ତରଫରୁ ବାଘବେଡା ଶୈବ ପୀଠ ପରିସରରେ ଭାରତ ର ସମ୍ବିଧାନ ପ୍ରଣୟିତା ଡକ୍ଟର ଭୀମ ରାଓ ଆମ୍ବେଦକର ଙ୍କ ଜନ୍ମ ଜୟନ୍ତି ପାଳନ କରାଯାଇଛି। ଡାବୁଗାଁ ମଣ୍ଡଳ ସଭପତି ମନୋଜ କୁମାର ପାତ୍ର ଙ୍କ…
ଡୁଙ୍ଗୁରିପାଲି ଇଲେକ୍ଟ୍ରୋନିକ୍ସ ଓ ୱେବ୍ ମିଡିଆ ପକ୍ଷରୁ ବେଲ ପଣା ବଣ୍ଟନ କରାଯାଇଥିଲା l
ସୁବର୍ଣ୍ଣପୁର, ଶାସକ ପ୍ରଶାସକ (ପ୍ରକାଶ କୁମାର ହାତୀ )ଆଜି ପବିତ୍ର ପଣା ସଂକ୍ରାନ୍ତି ଓ ହନୁମାନ ଜୟନ୍ତୀ ଅବସର ରେ ବେଲ ପଣା ବଣ୍ଟନ l ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଇଲେକ୍ଟ୍ରୋନିକ୍ସ ଓ ୱେବ୍ ମିଡିଆ ପକ୍ଷରୁ ଡୁଙ୍ଗୁରିପାଲି ପୁରୁଣା କରତ ମିଲ୍ ଠାରେ ବେଲ ପଣା ବଣ୍ଟନ…
ବେଆଇନ ମାଟି ବୁହାଉଥିବା ଅଭିଯୋଗ ରେ ଅସ୍ତରଙ୍ଗ ଥାନା ପକ୍ଷରୁ ୯ଟି ଟ୍ରାକ୍ଟର ଜବତ, ମାମଲା ରୁଜୁ
ଅସ୍ତରଙ୍ଗ : ଅସ୍ତରଙ୍ଗ ରାଜସ୍ବ ବିଭାଗ ରେ ଥିବା ବିଭିନ୍ନ ସରକାରୀ ହେଉ କି ବେ ସରକାରୀ, ସବୁ ଜାଗାରୁ ବେଆଇନ ମାଟି ଚାଲାଣ ଦିନକୁ ଦିନ ବଢ଼ିବାରେ ଲାଗିଚି । ଫଳରେ ଲକ୍ଷ୍ୟ ଲକ୍ଷ୍ୟ ଟଙ୍କାର ରାଜସ୍ବ ହାନି ହେବା ସହିତ ସାଧାରଣ ଲୋକ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ବିଶେଷ କରି ଛୁଟି ଦିନ…
ନୂଆପଡା ଜିଲ୍ଲାରେ ଭାରତ ରତ୍ନ ଡକ୍ଟର ବି. ଆର୍. ଆମ୍ବେଦକରଙ୍କ ଜୟନ୍ତୀ ପାଳିତ
ନୂଆପଡ଼ା ଜିଲ୍ଲା ରୁ କଲିମ ମହମ୍ମଦ(ଶାସକ ପ୍ରଶାସକ): ନୂଆପଡା ଜିଲ୍ଲାରେ ଭାରତ ରତ୍ନ ଡକ୍ଟର ବି. ଆର୍. ଆମ୍ବେଦକରଙ୍କ ଜୟନ୍ତୀ ଜିଲ୍ଲା ପ୍ରଶାସନ ତଥା ସୂଚନା ଓ ଲୋକସମ୍ପର୍କ ବିଭାଗ ଆନୁକୂଲ୍ୟରେ ମହାସମାରୋହରେ ପାଳିତ ହୋଇଯାଇଛି। ସ୍ଥାନୀୟ ସଦ୍ଭାବନା ସଭାଗୃହରେ ଆୟୋଜିତ ଏହି ସଭାରେ ମୁଖ୍ୟ…
“ଆକାଂକ୍ଷା” ମହିଳା ସଙ୍ଗଠନ ତରଫରୁ ଓଡ଼ିଆ ନବବର୍ଷ ପାଳିତ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲାର ଅଗ୍ରଣୀ ମହିଳା ସଙ୍ଗଠନ "ଆକାଂକ୍ଷା" ପକ୍ଷରୁ ପାରଳାଖେମୁଣ୍ଡି କେଉଟ ସାହି ସ୍ଥିତ ଓଡିଶା ନଲେଜ କର୍ପୋରେସନ ଅଧିକୃତ କଂପ୍ୟୁଟର ଶିକ୍ଷା କେନ୍ଦ୍ର ରେଖା ଡିଜିଟାଲ ଇଡି କାର୍ଯ୍ୟାଳୟରେ ଠାରେ ବିଷୁବ ମିଳନ ଉତ୍ସବ ୨୦୨୫ ମହାସମାରୋହରେ…
ଧର୍ମୀୟ ଭାବନାର ବିଶ୍ୱାସ ସହିତ ସଙ୍ଗୀତ , ନୃତ୍ୟ , ସାଧନା ଓ ଆରାଧନା ସମ୍ୱନ୍ଧରେ ମାଁ ଶ୍ୟାମାକାଳୀଙ୍କ ଦଣ୍ଡ ନାଚ ପର୍ବ…
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ଠାରେ ଗତ ୧୩ ଦିନ ଧରି ଚାଲିଥିବା ଧର୍ମୀୟ ଭାବନାର ବିଶ୍ୱାସ ସହିତ ସଙ୍ଗୀତ , ନୃତ୍ୟ , ସାଧନା ଓ ଆରାଧନା ସମ୍ୱନ୍ଧରେ ମାଁ ଶ୍ୟାମାକାଳୀଙ୍କ ଦଣ୍ଡନାଚ ପର୍ବ ମହା ସମାରୋହରେ ସମାପନ ହୋଇଯାଇଛି।ଏହି ଦଣ୍ଡ…