Sign in
Sign in
Recover your password.
A password will be e-mailed to you.
ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ର ରସାୟନ ଓ ସାର ମନ୍ତ୍ରୀ CIPET ପରିଦର୍ଶନ କଲେ
ଓଡିଶାରେ ସିପେଟ୍ର ଅଧିକ କେନ୍ଦ୍ର ସ୍ଥାପନ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବ
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ତଥା ରସାୟନ ଓ ସାର ମନ୍ତ୍ରୀ ଶ୍ରୀ ଜଗତ ପ୍ରକାଶ ନଡ୍ଡାଙ୍କ ସହ CIPET ପରିଦର୍ଶନରେ ଯାଇ ଓଡ଼ିଶାରେ…
ଆୟୁଷ୍ମାନ କାର୍ଡ ପାଇଲେ ପଦ୍ମଶ୍ରୀ ହଳଧର
ଘେଁସ /ସୋହେଲା : କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ଜେ ପି ନଡ୍ଡାଙ୍କ ଦ୍ଵାରା ଓଡ଼ିଶାରେ ଆୟୁଷ୍ମାନ ଭାରତ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭଅବସରରେ ସୋହେଲା ବ୍ଲକର ଘେଁସ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ଏକ ବିଶାଳ ଜନସଭା ଅନୁଷ୍ଠିତ ହୋଇଥିଲା। ସ୍ଥାନୀୟ ଚିକିତ୍ସାଧୂକାରୀ ଡା. ଅବିନାଶ…
ଓଡ଼ିଶା ପକ୍ଷ ପାଳନ ଅବସରରେ ଯୁବ ଲେଖକ ସମ୍ମିଳନୀ କାର୍ଯ୍ୟକ୍ରମ ଅନୁଷ୍ଠିତ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଓଡ଼ିଶା ପକ୍ଷ ପାଳନ ଅବସରରେ ଜିଲ୍ଲା ପ୍ରଶାସନ ଓ ସାହିତ୍ୟ ଏକାଡେମୀର ମିଳିତ ଆନୁକୁଲ୍ୟରେ ସ୍ଥାନୀୟ ମହାରାଜାଙ୍କ ବାଳକ ଉଚ୍ଚ ବିଦ୍ୟାଳୟ ଠାରେ ମହାବିଦ୍ୟାଳୟ ସ୍ତରୀୟ ବିଭିନ୍ନ ପ୍ରତିଯୋଗିତା ତଥା କବିତା ପାଠ ଉତ୍ସବ ଓ ଆଲୋଚନା ଚକ୍ର ଅନୁଷ୍ଠିତ…
ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ର ନୂଆଁ ଏକକ କାର୍ଡ ବିତରଣ ଏବଂ…
ବିଜେପୁର /ସୁଶାନ୍ତ ସାହୁ :ସାରା ରାଜ୍ୟରେ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା,ଗୋପବନ୍ଧୁ ଜନ ଆରୋଗ୍ୟ ଓ ଆୟୁଷ୍ମାନ ବାୟୋ ବନ୍ଦନା ଯୋଜନା ଆରମ୍ଭ ହୋଇଛି। ଏହି ଅବସରରେବରଗଡ ଜ଼ିଲ୍ଲା ବିଜେପୁର ବ୍ଲକ ର ୪ଟି ସ୍ଥାନରେ ଏକ ସଙ୍ଗରେ ଶୁଭାରମ୍ଭ କରାଯାଇ ପ୍ରାୟ ୧୦୦…
ଆୟୁଷ୍ମାନ ବୟୋ ବନ୍ଦନା ଯୋଜନାର ଶୁଭାରମ୍ଭ
ଓଡ଼ଗାଁ, ୧୧।୪(ଶ୍ରୀକାନ୍ତ କୁମାର ମିଶ୍ର): ନୟାଗଡ଼ ଜିଲ୍ଲା ଓଡ଼ଗାଁ ବ୍ଳକ କୋମଣ୍ଡ, କୁରାଳ, ସୁନାମୁହଁ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ସହିତ ମୋଟ ୭ଟି ସ୍ଥାନରେ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଦ୍ବାରା ଆୟୋଜିତ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା, ଗୋପବନ୍ଧୁ ଜନ ଆରୋଗ୍ୟ…
ଖାଦ୍ୟର ମାନ ପରୀକ୍ଷା କଲେ ଖାଦ୍ୟ ନୀରିକ୍ଷକ: ୨ ହଜାର ଟଙ୍କା ଜରିମାନା ଅସୁଲ
ଓଡଗାଁ, ୧୧।୪(ଶ୍ରୀକାନ୍ତ କୁମାର ମିଶ୍ର): ନୟାଗଡ଼ ଜିଲ୍ଲା ଓଡ଼ଗାଁରେ ଶ୍ରୀରାମ ନବମୀ ଯାତ୍ରା ଚାଲିଥିବା ବେଳେ ନୟାଗଡ଼ ଖାଦ୍ୟ ନିରୀକ୍ଷକ ନବକିଶୋର ସାହୁ ବିଭିନ୍ନ ଖାଦ୍ୟ ସାମଗ୍ରୀ ବିକ୍ରୟ ଷ୍ଟଲ ପରିଦର୍ଶନ କରି ଖାଦ୍ୟର ମାନ ପରୀକ୍ଷା କରିଥିଲେ । ବାସୀ ବଳକା ଖାଦ୍ୟ, ରଙ୍ଗ ମିସା ଖାଦ୍ୟ ଏବଂ…
ଶିବ ଧନୁ ଭାଙ୍ଗି ସୀତାଙ୍କ ବରଣମାଳା ଗ୍ରହଣ କଲେ ପ୍ରଭୁ ଶ୍ରୀରାମ
ଓଡ଼ଗାଁ ଶ୍ରୀରାମ ନବମୀ ଯାତ୍ରାର ୫ମ ସନ୍ଧ୍ୟା ବେଶ
ଓଡଗାଁ, ୧୧।୪(ଶ୍ରୀକାନ୍ତ କୁମାର ମିଶ୍ର): ନୟାଗଡ଼ ଜିଲ୍ଲା ଓଡ଼ଗାଁ ବିଜେ ପ୍ରଭୁ ଶ୍ରୀ ରଘୁନାଥ ଜିଉଙ୍କ ପ୍ରସିଦ୍ଧ ଶ୍ରୀରାମ ନବମୀ ଯାତ୍ରାର ଆଜି ହେଉଛି ୫ମ ସନ୍ଧ୍ୟା। ପ୍ରଭୁ ଶ୍ରୀରାମ, ଅନୁଜ ଲକ୍ଷ୍ମଣ, ଗୁରୁ ବିଶ୍ୱାମିତ୍ରଙ୍କ ସହିତ…
ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନଆରୋଗ୍ୟ ଯୋଜନା, ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ଏବଂ ଆୟୁଷ୍ମାନ ଵୟୋ ବନ୍ଦନା ଯୋଜନାର…
ଜଗତସିଂହପୁର,ତା-୧୧.୦୪.୨୦୨୫/ସୁମନ୍ତ କୁମାର ଦାସ: ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା, ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ନୂଆ ଏକକ କାର୍ଡ ବିତରଣ ଏବଂ ଆୟୁଷ୍ମାନ ଵୟୋ ବନ୍ଦନା ଯୋଜନା ଶୁଭାରମ୍ଭ ଜିଲ୍ଲାର ମୋଟ ୩୫ ଟି ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର ଓ ସହରାଂଚଳ ପ୍ରାଥମିକ…
ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ
ଡାବୁଗାଁ -ଯଶବନ୍ତ ପରିଛା (ଶାସକ ପ୍ରଶାସକ ) ତା ୧୧/୦୪/୨୫ ରାଜ୍ୟରେ ଆଜି ଠାରୁ ବହୁ ପ୍ରତିକ୍ଷିତ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ର ଶୁଭାରମ୍ଭ ହୋଇଛି। କଟକ ବାଲିଯାତ୍ରା ପଡିଆ ରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଜଗତ…
ଓଡ଼ିଶା ପକ୍ଷ ପାଳନ ଅବସରରେ “ଲୋକକଳା ପାଇଁ ଦିନଟିଏ ” କାର୍ଯ୍ୟକ୍ରମ ଅନୁଷ୍ଠିତ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଓଡ଼ିଶା ପକ୍ଷ ପାଳନ ଉପଲକ୍ଷେ ଆଜି ଗଜପତି ଜିଲ୍ଲା ଗୋଷାଣୀ ବ୍ଲକ ଅନ୍ତର୍ଗତ ଅଗରଖଣ୍ଡି ଗ୍ରାମ ପଞ୍ଚାୟତର ଐତିହ୍ୟ ସମ୍ପନ୍ନ ବଡ଼ ଗାଁ ରେ ଜିଲ୍ଲାର ଲୋକକଳା ଗ୍ରାମ୍ୟ ଭାବେ ପରିଚିତ। ଏହି ଅବସରରେ ଆଜି ଓଡ଼ିଶା ଭାଷା , ସାହିତ୍ୟ ଓ ସଂସ୍କୃତି…