Sign in
Sign in
Recover your password.
A password will be e-mailed to you.
ସବୁଜିମା ପାଇଁ ଦିନଟିଏ
ଗୁଣପୁର ରୁ ସନ୍ତୋଷ କୁମାର ସୁବୁଦ୍ଧି: ଗୁଣପୁର ମହାବିଦ୍ୟାଳୟ ଜାତୀୟ ସେବା ଯୋଜନାର ଗ୍ରୀଷ୍ଣ କାଳିନ ସ୍ୱତନ୍ତ୍ର ସେବା ଶିବିରର ଦ୍ଵିତିୟ ଦିନରେ ପୁରୁଷ ଓ ମହିଳା ଶାଖାର ୧୦୦ ଜଣ ସ୍ଵେଛାସେବିଙ୍କୁ ନେଇ ପ୍ରଥମାର୍ଦ୍ଧରେ ବୃକ୍ଷ ହିଁ ଜୀବନକୁ ନେଇ ଏକ ସଭା ଅନୁଷ୍ଠିତ ହୋଇଥିଲା । ଏଥିରେ ଗୁଣପୁର…
ସମ୍ ନର୍ସିଂ କଲେଜ ପକ୍ଷରୁ ବିଶ୍ୱ ସ୍ୱାସ୍ଥ୍ୟ ଦିବସ ପାଳନ
ଭୁବନେଶ୍ୱର, ଏପ୍ରିଲ୍ ୧୦: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସମ୍ ନର୍ସିଂ କଲେଜର କମୁ୍ୟନିଟି ହେଲ୍ଥ ନର୍ସିଂ ବିଭାଗ ପକ୍ଷରୁ ବିଶ୍ୱ ସ୍ୱାସ୍ଥ୍ୟ ଦିବସ ୨୦୨୫ ପାଳିତ ହୋଇଯାଇଛି । ଚଳିତ ବର୍ଷର ପ୍ରସଙ୍ଗ ‘ସୁସ୍ଥ ପ୍ରାରମ୍ଭ, ଆଶାପୂର୍ଣ୍ଣ ଭବିଷ୍ୟତ’ କୁ ନେଇ ଏହି ଦିବସ ପାଳନ କରାଯାଇଛି ।…
ଲୋକ କଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ,ସମ୍ବର୍ଦ୍ଧିତ ହେଲେ ବରିଷ୍ଠ କଳାକାର
ରାୟଗଡ଼:-ତା. ୧୦/୦୪-ଓଡ଼ିଆ ପକ୍ଷ ପାଳନ ଅବସରରେ ତା ୧୦.୪.୨୦୨୫ ରିଖ "ଲୋକକଳା ପାଇଁ ଦିନଟିଏ" ପାଳନ ଭିତ୍ତିରେ ଜିଲ୍ଲା ସ୍ଥରୀୟ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ସ୍ଥାନୀୟ ସଂସ୍କୃତି ଭବନ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି l ଜିଲ୍ଲାର ସମସ୍ତ ବ୍ଲକର ବ୍ଲକ କଳା ସଂସ୍କୃତି ସଙ୍ଘର…
ଲଘୁ ବନଜାତ ଦ୍ରବ୍ୟ ସଂଗ୍ରହ ଉପରେ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ
ରାୟଗଡା:-ତା. ୧୦/୦୪-ସ୍ଥାନୀୟ ବିଜୁ ପଟ୍ଟନାୟକ ଅଡିଟୋରିୟମରେ ଗତ ତା ୯/୦୪/୨୫ରିଖରେ ଲଘୁ ବନଜାତ ଉତ୍ପାଦନ (MFP) ସଂଗ୍ରହ ଏବଂ ସଂରକ୍ଷଣ ଉପରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା | ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଶ୍ରୀମତୀ ପାରୁଲ ପଟlୱରୀ ଯୋଗଦାନ କରି…
ରେଡିଏନ୍ସ ଶିକ୍ଷାନୁଷ୍ଠାନର ଦଶମ ପ୍ରତିଷ୍ଠା ଦିବସ ସହ ବାର୍ଷିକୋତ୍ସବ
ବିଜେପୁର :-ବରଗଡ ଜିଲ୍ଲା ବିଜେପୁର ସ୍ଥିତ ରେଡ଼ିଏନ୍ସ୍ ଇନଷ୍ଟିଚ୍ୟୁଟର ଦଶମ ପ୍ରତିଷ୍ଠା ଦିବସ ଓ ବାର୍ଷିକୋତ୍ସବ "ୟୁଫୋରିଆ-୨୦୨୫" ସଭାପତି ତଥା ଚେୟାରମେନ ଶ୍ରୀଯୁକ୍ତ ଅଜିତ କୁମାର ମେହେରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି ।ବିଜେପୁର ନିର୍ବାଚନ ମଣ୍ଡଳୀର ମାନ୍ୟବର ବିଧାୟକ ଶ୍ରୀମାନ…
ଖରୀଆର ରୋଡ ଏନ୍ ଏ ସି ରେ ପ୍ରଥମ ଥର ପାଇଁ ଜିଲ୍ଲାପାଳ ଓ ଏସ୍ ପି ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ
ନୂଆପଡ଼ା ଜିଲ୍ଲା ରୁ କ ଲିମ ମହମ୍ମଦ କ ରିପୋର୍ଟ (ଶାସକ ପ୍ରଶାସକ): ଖରୀଆର ରୋଡ ବିଜ୍ଞାପିତ ଅଞ୍ଚଳ ପରିଷଦରେ ପ୍ରଥମ ଥର ପାଇଁ ଜିଲ୍ଲାପାଳ ଓ ଏସ୍ ପି ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇ ଯାଇଅଛି l କାର୍ଯ୍ୟାଳୟ ସମ୍ମିଳନୀ କକ୍ଷଠାରେ ଆୟୋଜିତ ଶିବିରରେ ନୂଆପଡା ଜିଲ୍ଲାପାଳ…
“ଲୋକ କଳା ପାଇଁ ଦିନଟିଏ “: ନବରଙ୍ଗପୁର ଜିଲ୍ଲା “ବି ମାଲିଗୁଡ଼ା”ଗ୍ରାମରେ କଳାକାରମାନଙ୍କ…
ନବରଙ୍ଗପୁର ତା ୧୦.୪.୨୦୨୫:ଅଶୋକ ସାହୁ, ଶାସକ ପ୍ରଶାସକ,ନବରଙ୍ଗପୁର ଜିଲ୍ଲା ନନ୍ଦାହାଣ୍ଡି ବ୍ଲକ ର ବି ମାଲିଗୁଡା ଗ୍ରାମରେ ଓଡ଼ିଆ ପକ୍ଷ ପାଳନ ଅବସରରେ ଦଶମ ଦିନରେ "ଲୋକକଳା ପାଇଁ ଦିନଟିଏ "କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ( ରାଜସ୍ବ)…
ଓଡିଆ ପକ୍ଷ ପାଳନ ଅବସରରେ ଲୋକ କଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ
ଡାବୁଗାଁ -ଯଶବନ୍ତ ପରିଛା (ଶାସକ ପ୍ରଶାସକ )ତା ୧୦/୦୪/୨୫ ନବରଙ୍ଗପୁର ଜିଲ୍ଲା ଡାବୁଗାଁ ବ୍ଲକ ସମ୍ମିଳନୀ କକ୍ଷ ଠାରେ ଓଡିଆ ପକ୍ଷ ପାଳନ ଅବସରରେ ଲୋକ କଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ବ୍ଲକ ଅଧ୍ୟକ୍ଷା ବୀଣା ମାଝୀ ଯୋଗ ଦେଇଥିବା ବେଳେ…
ଚଚରାଗୁଡା ସରକାରୀ ଉନ୍ନୀତ ବିଦ୍ୟାଳୟ ର ବାର୍ଷିକ ଉତ୍ସବ ଅନୁଷ୍ଠିତ
ଡାବୁଗାଁ -ଯଶବନ୍ତ ପରିଛା (ଶାସକ ପ୍ରଶାସକ ) ତା ୦୯/୦୪/୨୫ ନବରଙ୍ଗପୁର ଜିଲ୍ଲା ଡାବୁଗାଁ ବ୍ଲକ ଚଚରାଗୁଡ଼ା ପଞ୍ଚାୟତ ଅନ୍ତର୍ଗତ ଚଚରାଗୁଡ଼ା ସରକାରୀ ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ ଆମ ସଂସ୍କୃତି ଓ ଆମ ଖେଳନା ଆନୁକୂଲ୍ୟରେ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି ।ପ୍ରଧାନ ଶିକ୍ଷକ…
ଓଡ଼ିଆ ପକ୍ଷ ପାଳନ ଅବସରରେ ଲୋକକଳା ପାଇଁ ଦିନଟି ,କଳାକାରଙ୍କୁ ସମ୍ବର୍ଦ୍ଧନା।
ଭବାନୀପାଟଣା:ରୋହିତ କୁମାର ନାଏକ/ଶାସକ ପ୍ରଶାସକ: ଓଡ଼ିଆ ପକ୍ଷ ପାଳନ ର ଦଶମ ଦିନରେ ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି, କଳାହାଣ୍ଡି ଜିଲ୍ଲା ସଂସ୍କୃତି ପରିଷଦ ତରଫରୁ ଲୋକକଳା ଗ୍ରାମ ପରିଦର୍ଶନ, ଲୋକକଳା ପାଇଁ ଦିନଟିଏ ଓ ବରିଷ୍ଠ କଳାକାର ମାନଙ୍କୁ ସମ୍ବର୍ଦ୍ଧନା ଦିଆଯାଇଥିଲା।ଏହି ଅବସରରେ…