ଦିବ୍ୟାଙ୍ଗ ମାନଙ୍କୁ ସହାୟକ ଉପକରଣ ବଣ୍ଟନ

ଡାବୁଗାଁ -ଯଶବନ୍ତ ପରିଛା (ଶାସକ ପ୍ରଶାସକ )ତା ୦୯/୦୪/୨୫ କେନ୍ଦ୍ର ସରକାରଙ୍କ ଏ ଡି ଆଇ ପି ଯୋଜନା ମାଧ୍ୟମରେ ଆଜି ଡାବୁଗାଁ ବ୍ଲକ ରେ ଦିବ୍ୟାଙ୍ଗ ମାନଙ୍କୁ ସହାୟକ ଉପକରଣ ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଆନୁକୂଲ୍ୟରେ…

ନାବାଳିକାଙ୍କୁ ଅସଦାଚରଣ ମାମଲାରେ ଜଣେ ଯୁବକ ଗିରଫ

ଓଡ଼ଗାଁ, ୯।୪(ଶ୍ରୀକାନ୍ତ କୁମାର ମିଶ୍ର): ନୟାଗଡ଼ ଜିଲ୍ଲା ଓଡ଼ଗାଁ ଥାନା ଏନ୍ଏସି ଅଞ୍ଚଳର ଜଣେ ନାବାଳକାଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଓଡ଼ଗାଁ ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଥିବା ବେଳେ ମାଜିଷ୍ଟ୍ରେଟଙ୍କ ନିକଟରେ ନାବାଳିକାଙ୍କ ବୟାନ ରେକର୍ଡ କରାଯାଇଛି । ଗିରଫ ଯୁବକ ଜଣକ ହେଲେ…

ଜବାହାର ଉଚ୍ଚବିଦ୍ୟାଳୟ ନନ୍ଦିଘୋର, ରାତି ଜଗୁଆଳିକୁ ମରଣାନ୍ତକ ଆକ୍ରମଣ କରି ୨ ଗିରଫ

ଓଡ଼ଗାଁ, ୯।୪(ଶ୍ରୀକାନ୍ତ କୁମାର ମିଶ୍ର): ନୟାଗଡ଼ ଜିଲ୍ଲା ଓଡ଼ଗାଁ ଥାନା ନନ୍ଦିଘୋର ସରକାରୀ ଉଚ୍ଚ ବିଦ୍ୟାଳୟର ରାତ୍ରିଜଗୁଆଳକୁ ମରଣାନ୍ତକ ଆକ୍ରମଣ ଅଭିଯୋଗରେ ଓଡ଼ଗାଁ ପୋଲିସ ୩ ଜଣଙ୍କୁ ଗିରଫ କରି ମକଦ୍ଦମା ରୁଜୁ କରିବା ପରେ ୨ ଜଣକୁ କୋର୍ଟ ଚାଲାଣ କରିଛନ୍ତି । ତାଙ୍କର ଜାମିନ ନାମଞ୍ଜୁର…

ଓଡ଼ଗାଁ ଶ୍ରୀରାମନବମୀ ଯାତ୍ରାର ଚତୁର୍ଥ ସନ୍ଧ୍ୟା, ପ୍ରଭୁଙ୍କ ଗଙ୍ଗାପାର ବେଶ ଦୃଶ୍ୟ ଥିଲା ଅତ୍ୟନ୍ତ ହୃଦୟସ୍ପର୍ଶୀ

ଓଡ଼ଗାଁ, ୯।୪(ଶ୍ରୀକାନ୍ତ କୁମାର ମିଶ୍ର): ଓଡ଼ଗାଁ ଶ୍ରୀରଘୁନାଥ ଜୀଉଙ୍କ ପୀଠରେ ଶ୍ରୀ ରାମନବମୀ ଯାତ୍ରା ନବଦିନ ସନ୍ଧ୍ୟା ବେଶର ଚତୁର୍ଥ ସନ୍ଧ୍ୟାରେ କୈବର୍ତ୍ତ ଦ୍ଵାରା ପ୍ରଭୁ ଶ୍ରୀରାମଙ୍କ ପଦ ପ୍ରକ୍ଷ୍ୟାଳନ ଏବଂ ଗଙ୍କପାର ବେଶର ଦୃଶ୍ୟ ଥିଲା ଅତ୍ୟନ୍ତ ହୃଦୟସ୍ପର୍ଶୀ । ମର୍ଯ୍ୟାଦା…

ଓଡ଼ିଆ ପକ୍ଷ ପାଳନ ଅବସରରେ ମା ମାଣିକେଶ୍ଵରୀ ବିଶ୍ଵବିଦ୍ୟାଳୟ ରେ ଆସ ବହିଟିଏ କିଣିବା ଦିବସ ପାଳିତ।

ଭବାନୀପାଟଣା:ରୋହିତ କୁମାର ନାଏକ(ଶାସକ ପ୍ରଶାସକ)ତା 9.4.2025 ଓଡ଼ିଆ ପକ୍ଷ ପାଳନ ଅବସରରେ ମା ମାଣିକେଶ୍ଵରୀ ବିଶ୍ଵ ବିଦ୍ୟାଳୟର ଆସ ବହିଟିଏ କିଣିବା କାର୍ଯ୍ୟକ୍ରମ ଅନୁଷ୍ଟିତ ହୋଇଯାଇଛି। ଭାରପ୍ରାପ୍ତ କୁଳପତି ଡ. ନିବେଦିତା ନାଥଙ୍କ ପୃଷ୍ଠପୋଷକତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ…

ଓଡ଼ିଆ ପକ୍ଷ ପାଳନ ଅବସରରେ ଅଭିଯାନ “ଆସ ବହିଟିଏ କିଣିବା” କାର୍ଯ୍ୟକ୍ରମ ଅନଷ୍ଠିତ।

ସୁବର୍ଣ୍ଣପୁର, ଶାସକ ପ୍ରଶାସକ (ପ୍ରକାଶ କୁମାର ହାତୀ): ସଂସ୍କୃତି ପରମ୍ପରା ର ମହାନ ପର୍ବ ଓଡିଆ ପକ୍ଷ ପାଳନ ଅବସରରେ ଆଜି ଅପ୍ରେଲ ୯ ତାରିଖ ବୁଧବାର ଦିନ ଓଡ଼ିଆ ସାହିତ୍ୟ ପୁସ୍ତକ ତଥା ଲେଖକ ଲେଖିକାଙ୍କୁ ଉତ୍ସାହିତ ସହ ପ୍ରୋତ୍ସାହିତ କରିବା ପାଇଁ ଆସ ବହି ଟିଏ କିଣିବା ଅଭିଯାନ ପାଳନ…

ଓଡ଼ିଶା ପକ୍ଷ ପାଳନ ଅବସରରେ “ଆସ ବହିଟିଏ କିଣିବା” କାର୍ଯ୍ୟକ୍ରମ ଅନୁଷ୍ଠିତ

 ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଓଡ଼ିଶା ପକ୍ଷ ପାଳନ ଉପଲକ୍ଷେ ଆଜି (ବୁଧବାର) ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ଆସ ବହିଟିଏ କିଣିବା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ କୁମାର ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା…

କପାଗଡିଆ ପ୍ରିମୀୟର ଲିଗ୍ ୨୦୨୫ ଅନୁଷ୍ଠିତ :ବାବା ଚକ୍ରେଶ୍ୱର୍ ଚୂଡ଼ାମଣି ଟିମ୍ ଚମ୍ପିୟାନ।

ବାସୁଦେବପୁର - ଭଦ୍ରକ ଜିଲ୍ଲା ବାସୁଦେବପୁର ବ୍ଳକ ଅନ୍ତର୍ଗତ ସ୍ଥାନୀୟ ପଦ୍ମପୁର ପଞ୍ଚାୟତ ଅଧୀନ କପାଗଡ଼ିଆ ଠାରେ କପାଗଡିଆ ପ୍ରୀମିୟର ଲିଗ୍ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଆୟୋଜିତ ହୋଇ ଯାଇଛି। ଏହି ଅହୋରାତ୍ର ଖେଳ ରେ ମୋଟ ୧୬ ଟି ଟିମ୍ ଭାଗ ନେଇ ଥିଲେ। ଖେଳ ଟିକୁ ଶିକ୍ଷାବିତ୍ ବାବାଜୀ ସାମଲ…

୭୮ତମ ପରିଚାଳକ ନିକାୟ ତଥା ୭୧ତମ ପ୍ରକଳ୍ପ ସ୍ତରୀୟ କମିଟି ବୈଠକ ଅନୁଷ୍ଠିତ

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ସମନ୍ଵିତ ଆଦିବାସୀ ଉନ୍ନୟନ ସଂସ୍ଥା ପାରଳାଖେମୁଣ୍ଡି ପକ୍ଷରୁ ଆଜି (ବୁଧବାର) ୭୮ତମ ପରିଚାଳକ ନିକାୟ ତଥା ୭୧ତମ ପ୍ରକଳ୍ପ ସ୍ତରୀୟ କମିଟି ବୈଠକ ସ୍ଥାନୀୟ ଜିଲ୍ଲାପରିଷଦ ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ…

ବେଆଇନ ପଥର ଫୁଟା ବେଳେ ଓଡ଼ଗାଁ ପୋଲିସ ଦ୍ବାରା କମ୍ପ୍ରେସର ଜବତ, ୩ ଜଣ ଗିରଫ

ଓଡ଼ଗାଁ,(ଶ୍ରୀକାନ୍ତ କୁମାର ମିଶ୍ର): ନୟାଗଡ଼ ଜିଲ୍ଲା ଓଡ଼ଗାଁ ଥାନା ବାହାଡ଼ାଝୋଲା ଫାଣ୍ଡି ଅଞ୍ଚଳରେ ପାଟ୍ରୋଲିଙ୍ଗ ବେଳେ ଖବର ପାଇ ଆଇଆଇସି ଅଭୟ ବେହେରାଙ୍କ ନିର୍ଦ୍ଦେଶରେ ଓଡ଼ଗାଁ ପୋଲିସ ବେଆଇନ ପଥର ଫୁଟା ଉଦ୍ୟମ ବେଳେ ଟ୍ରାକ୍ଟର ସହିତ କମ୍ପ୍ରେସର ଜବତ କରିଛନ୍ତି।ଏବଂ ୩ଜଣଙ୍କୁ ଗିରଫ…